Masthead

କଂଗ୍ରେସ ଶାସନ କୁ ଆସିଲେ ଧାନ କୁଇଣ୍ଟାଲ ହେବ ୩୦୦୦

ବାଲିକୁଦା(ବଡ଼ ଖବର ବ୍ୟୁରୋ): ଆଗକୁ ସାଧାରଣ ନିର୍ବାଚନ ଏହାରି ମଧ୍ୟରେ ପ୍ରତ୍ୟକ ଦଳର ନିର୍ବାଚନୀ ପ୍ରତିସୃତି ଆରମ୍ଭ ହୋଇଗଲାଣି । ଏହାରି ମଧ୍ୟରେ ରାଜ୍ୟରେ କୃଷି ମାନଙ୍କ ପାଇଁ ଭାରତୀୟ ଜନତା ପାର୍ଟି ର ନେତା ଧମେନ୍ଦ୍ର ପ୍ରଧାନ ଘୋଷଣା କରିଛନ୍ତି କି ଯଦି ବିଜେପି ଓଡ଼ିଶାରେ ଶାସନକୁ ଆସେ ତେବେ ଧାନ କୁଇଣ୍ଟାଲ କୁ ୩୧୦୦ ଟଙ୍କା ହେବ ।

ବର୍ତମାନ କଂଗ୍ରେସ ୩୦୦୦ ଟଙ୍କା କରିବା ପାଇଁ ଘୋଷଣା କରିଛି । କିନ୍ତୁ ଏପର୍ଯ୍ୟନ୍ତ ବିଜେଡି ପକ୍ଷରୁ କୌଣସି ପ୍ରତିସୃତି ଦିଆଯାଇନାହିଁ । ଯାହାକୁ ନେଇ ଆଜି ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ସଂଯୋଜକ ତଥା ବାଲିକୁଦା-ଏରସମା ର ବିଧାୟକ ପାର୍ଥୀ ଶେଷଦେବ ନନ୍ଦ ସାମ୍ବାଦିକ ସମ୍ମିଳନୀ କରି ପ୍ରଶ୍ନ କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି