Masthead

କଟକ ସହରର ବିପର୍ଯ୍ୟସ୍ତ ରାସ୍ତାଘାଟ ଓ ଡ୍ରେନେଜ୍ ସମସ୍ୟା :୨୭ ସୁଦ୍ଧା କାମ ସାରିବାକୁ ହାଇକୋର୍ଟଙ୍କ କଡ଼ା ନିର୍ଦ୍ଦେଶ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ):ହାଇକୋର୍ଟରେ ପହଞ୍ଚିଲା କଟକ ସହରର ବିପର୍ୟ୍ୟସ୍ତ ରାସ୍ତାଘାଟ ଓ ଡ୍ରେନେଜ ସମସ୍ୟା ମାମଲା । ହାଇକୋର୍ଟରେ ବ୍ୟକ୍ତିଗତ ଭାବେ ହାଜର ହୋଇଛନ୍ତି ଆର ଆଣ୍ଡ ବି, ୱାଟକୋ, ସିଏମସି ସିଟି ଇଞ୍ଜିନିୟର ଏବଂ ଗେଲ ପ୍ରବନ୍ଧକଙ୍କ ସହ ସମସ୍ତ ଅଧିକାରୀ । ଆସନ୍ତା ୨୭ ତାରିଖ ସୁଦ୍ଧା ସମସ୍ତ ରାସ୍ତାଘାଟ ମରାମତି କାର୍ୟ୍ୟ ସାରିବାକୁ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ । ନଭେମ୍ବର ୨ ତାରିଖରେ ଏହି ମାମଲାର ପରବର୍ତ୍ତୀ ଶୁଣାଣି ହେବାର ରହିଛି । ଏହି ପ୍ରସଙ୍ଗରେ ହିନ୍ଦୁସେନା ଏବଂ ହାଇକୋର୍ଟ ନିଜ ଆଡ଼ୁ ମାମଲା ରୁଜୁ କରିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା