କଟକ ସହରର ବିପର୍ଯ୍ୟସ୍ତ ରାସ୍ତାଘାଟ ଓ ଡ୍ରେନେଜ୍ ସମସ୍ୟା :୨୭ ସୁଦ୍ଧା କାମ ସାରିବାକୁ ହାଇକୋର୍ଟଙ୍କ କଡ଼ା ନିର୍ଦ୍ଦେଶ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ):ହାଇକୋର୍ଟରେ ପହଞ୍ଚିଲା କଟକ ସହରର ବିପର୍ୟ୍ୟସ୍ତ ରାସ୍ତାଘାଟ ଓ ଡ୍ରେନେଜ ସମସ୍ୟା ମାମଲା । ହାଇକୋର୍ଟରେ ବ୍ୟକ୍ତିଗତ ଭାବେ ହାଜର ହୋଇଛନ୍ତି ଆର ଆଣ୍ଡ ବି, ୱାଟକୋ, ସିଏମସି ସିଟି ଇଞ୍ଜିନିୟର ଏବଂ ଗେଲ ପ୍ରବନ୍ଧକଙ୍କ ସହ ସମସ୍ତ ଅଧିକାରୀ । ଆସନ୍ତା ୨୭ ତାରିଖ ସୁଦ୍ଧା ସମସ୍ତ ରାସ୍ତାଘାଟ ମରାମତି କାର୍ୟ୍ୟ ସାରିବାକୁ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ । ନଭେମ୍ବର ୨ ତାରିଖରେ ଏହି ମାମଲାର ପରବର୍ତ୍ତୀ ଶୁଣାଣି ହେବାର ରହିଛି । ଏହି ପ୍ରସଙ୍ଗରେ ହିନ୍ଦୁସେନା ଏବଂ ହାଇକୋର୍ଟ ନିଜ ଆଡ଼ୁ ମାମଲା ରୁଜୁ କରିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’