Masthead

କବିସୂର୍ଯ୍ୟନଗର ପୋଲିସକୁ ବିରୋଧ କରି ଥାନା ଘେରାଉ କଲା ବିଜେପି

କବିସୂର୍ଯ୍ୟନଗର (ବଡ଼ ଖବର ବ୍ୟୁରୋ): ଆଠଗଡ଼ ଦଣ୍ଡନାଚ ଭୋଜି ବେଳେ ଦୁଇଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ । ଯାହାକୁ ନେଇ ବିଜେପି ଓ ବିଜେଡି ମଧ୍ୟରେ ହାତାହାତି ପରିସ୍ଥିତି । ପରେ କବିସୂର୍ଯ୍ୟନଗର ଥାନାରେ ୨ ଟି ମାମଲା ହେଲା ରୁଜୁ । ଉଭୟ ପକ୍ଷଙ୍କୁ କବିସୂର୍ଯ୍ୟନଗର ପୋଲିସ ଥାନାକୁ ଆଣି ବୁଝାସୁଝା କରିବା ସହ ସମାଧାନ ପାଇଁ ଦୀର୍ଘ ସମୟ ଅଟକ ରଖିଥିଲା । ହେଲେ ଏହାପରେ ଏକତରଫା କାର୍ୟ୍ୟାନୁଷ୍ଠାନ ନେଇଛି ପୋଲିସ । ବିଜେଡିର ଜଣକୁ ଗିରଫ କରିଥିବା ବେଳେ ବିଜେପିର ୪ ଜଣଙ୍କ ଉପରେ ୩୦୭ ରେ ମାମଲା ରୁଜୁ କରି କୋର୍ଟ ଚାଲାଣ କରିଛି ।

ତେବେ ଏହାକୁ ଏକତରଫା କାର୍ୟ୍ୟାନୁଷ୍ଠାନ କହି ଅଭିଯୋଗ କରିଛି ବିଜେପି । ଏହା ବିରୋଧରେ ୨ ଘଣ୍ଟା ଧରି ଥାନା ଘେରାଉ କରିଛନ୍ତି ବିଜେପି ନେତା ଓ କର୍ମୀ । ପୋଲିସର ଏକ ପାଖିଆ କାର୍ୟ୍ୟାନୁଷ୍ଠାନ ନେଇ ଆସିକା ବିଜେପି ସାଂସଦ ପ୍ରାର୍ଥୀନୀ ଅନୀତା ଶୁଭଦର୍ଶନୀ, କବିସୂର୍ୟ୍ୟନଗର ବିଜେପି ବିଧାୟକ ପ୍ରାର୍ଥୀ ପ୍ରତାପ ନାୟକ ପ୍ରଶ୍ନ ଉଠାଇବା ସହ ବର୍ଷିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ