Masthead

କରୋନା କଟକଣା ଭିତରେ ଆଜିିଠାରୁ ଆରମ୍ଭ ହେବ ବିଧାନସଭା

କରୋନା କଟକଣା ଭିତରେ ଆଜିିଠାରୁ ଆରମ୍ଭ ହେବାକୁ ଯାଉଛି ବିଧାନସଭାର ମୌସୁମୀ ଅଧିବେଶନରେ ରହିଛି ୮ଟି କାର୍ଯ୍ୟ ଦିବସ, ବିଲ ଆକାରରେ ଗୃହରେ ଆସିବ ସରକାରଙ୍କ ୧୨ଟି ଅଧ୍ୟାଦେଶ । ବିଧାନସଭାର ମୌସୁମୀ ଅଧିବେଶନ ଅକ୍ଟୋବର ୭ ତାରିଖ ପର୍ଯ୍ୟନ୍ତ ଚାଲିବ । କରୋନା ଯୋଗୁଁ ଗୃହ କାର୍ଯ୍ୟ କାଣ୍ଟଛାଣ୍ଟ ହୋଇଛି । ଫଳରେ ଦିନକୁ ମାତ୍ର ସାଢ଼େ ୪ ଘଂଟା ଚାଲିବ ଗୃହ । ବିଧାୟକ ଦଳ ବୈଠକରେ ରଣନୀତି ପ୍ରସ୍ତୁତ କରିଛନ୍ତି ବିରୋଧୀ ଓ ଶାସକ ଦଳ । ବିଶେଷ କରି କରୋନା ଚିକତ୍ସା ଓ ପରିଚାଳନାରେ ବିଫଳତାର ଅଭିଯୋଗ ସହିତ ଵିଫଳତାର ଲମ୍ଵା ତାଲିକା ଧରି ସରକାରଙ୍କୁ ଘେରିବାକୁ ପ୍ରସ୍ତୁତ ହୋଇଛନ୍ତି ବିରୋଧୀ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି