Masthead

କେନ୍ଦ୍ରାପଡ଼ାରେ ନାମାଙ୍କନ ଭରିଲେ ବିଜେଡି ଓ ବିଜେପିର ବିଧାୟକ ପ୍ରାର୍ଥୀ

କେନ୍ଦ୍ରାପଡ଼ା(ବଡ଼ ଖବର ବ୍ୟୁରୋ):ପାଟକୁରା ପାଇଁ ବିଜେଡି ପ୍ରାର୍ଥୀ ଅରବିନ୍ଦ ମହାପାତ୍ର ନାମାଙ୍କନ ପତ୍ର ଦାଖଲ କରିଛନ୍ତି । ସେହିପରି କେନ୍ଦ୍ରାପଡ଼ା ନିର୍ବାଚନ ମଣ୍ଡଳୀ ପାଇଁ ବିଜେଡି ପ୍ରାର୍ଥୀ ତଥା ପୂର୍ବତନ ମନ୍ତ୍ରୀ ଗଣେଶ୍ଵର ବେହେରା ନିଜ ସମର୍ଥକଙ୍କ ସହ ଆସି ନାମାଙ୍କନ ପତ୍ର ଦାଖଲ କରିଛନ୍ତି । ବିଜେପି ସାଂସଦ ପ୍ରାର୍ଥୀ ବୈଜୟନ୍ତ ପଣ୍ଡା ମଧ୍ୟ ନିଜର ସମର୍ଥକ ମାନଙ୍କୁ ଧରି ଆସି ନାମାଙ୍କନ ପତ୍ର ଦାଖଲ କରିଛନ୍ତି । ସେହିପରି କେନ୍ଦ୍ରାପଡ଼ା ବିଜେଡି ସାଂସଦ ପ୍ରାର୍ଥୀ ଅଂଶୁମାନ ମହାନ୍ତି ଆଜି ନିଜ ସମର୍ଥକ ମାନଙ୍କ ସହିତ ଆସି ନାମାଙ୍କନ ପତ୍ର ଦାଖଲ କରିଛନ୍ତି । ସେହିପରି ମହାକାଳପଡା ବିଜେଡି ବିଧାୟକ ପ୍ରାର୍ଥୀ ଅତନୁ ସବ୍ୟସାଚି ନାୟକ ଓ ପାଟକୁରା କଂଗ୍ରେସ ବିଧାୟକ ପ୍ରାର୍ଥୀ ରତିକାନ୍ତ କାନୁନଗୋ ମଧ୍ୟ ନିଜର ସମର୍ଥକ ମାନଙ୍କ ସହ ଆସି ନାମାଙ୍କନ ପତ୍ର ଦାଖଲ କରିଛନ୍ତି । ତେବେ ନାମାଙ୍କନ ପତ୍ର ଦାଖଲ କରିବା ପରେ ସମସ୍ତେ ନିଜ ନିଜର ପ୍ରତିକ୍ରିୟାରେ କେନ୍ଦ୍ରାପଡ଼ାର ବିକାଶ କଥା କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି