Masthead

କେ.କବିତାଙ୍କୁ ମିଳିଲାନି ଜାମିନ୍‌

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ବିଆର୍‌ଏସ୍‌ ନେତ୍ରୀ କେ.କବିତାଙ୍କୁ ଝଟ୍‌କା । ଦିଲ୍ଲୀ ମଦ ଦୁର୍ନୀତି ମାମଲାରେ ଖାରଜ ହେଲା ଜାମିନ । ଉଭୟ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଓ ସିବିଆଇ ମାମଲାରେ ଜାମିନ ଆବେଦନକୁ କୋର୍ଟ ପ୍ରତ୍ୟାଖାନ କରିଛନ୍ତି । କୋର୍ଟରେ ଇଡି ଏବଂ ସିବିଆଇ କେ.କବିତାଙ୍କ ଜାମିନ ଆବେଦନକୁ ବିରୋଧ କରିଥିଲେ ଯାହାକୁ ନେଇ କେ.କବିତାଙ୍କୁ ବଡ ଝଟକା ଲାଗିଛି ।

ସୂଚନା ଅନୁସାରେ ହାଇଦ୍ରାବାଦ ସ୍ଥିତ ଘରେ ଚଢ଼ାଉ କରି ଇଡି କେ.କବିତାଙ୍କୁ ଗିରଫ କରିଥିଲା । ଗିରଫ ପରେ ତାଙ୍କୁ ହାଇଦ୍ରାବାଦର ବ୍ୟବସାୟୀ ତଥା ଏହି ମାମଲାର ଅଭିଯୁକ୍ତ ଥିବା ଅରୁଣ ରାମଚନ୍ଦ୍ରନ୍‌ ପିଲ୍ଲାଇଙ୍କ ସହ ମୁହାଁମୁହିଁ ପଚରାଉଚରା କରାଯାଇଥିଲା । ଦିଲ୍ଲୀ ଅବକାରୀ ନୀତି ଅନୁଯାୟୀ ମାର୍କେଟ୍‌ରେ ଏକ ବଡ ଭାଗିଦାରୀ ପାଇବା ପାଇଁ ଆମ୍‌ ଆଦ୍‌ମୀ ପାର୍ଟିକୁ ପ୍ରାୟ ୧୦୦ କୋଟି ଟଙ୍କା ସେ ଲାଞ୍ଚ ଦେଇଥିବା ଅଭିଯୋଗ ରହିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ