Masthead

କେ.କବିତାଙ୍କୁ ମିଳିଲାନି ଜାମିନ୍‌

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ବିଆର୍‌ଏସ୍‌ ନେତ୍ରୀ କେ.କବିତାଙ୍କୁ ଝଟ୍‌କା । ଦିଲ୍ଲୀ ମଦ ଦୁର୍ନୀତି ମାମଲାରେ ଖାରଜ ହେଲା ଜାମିନ । ଉଭୟ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଓ ସିବିଆଇ ମାମଲାରେ ଜାମିନ ଆବେଦନକୁ କୋର୍ଟ ପ୍ରତ୍ୟାଖାନ କରିଛନ୍ତି । କୋର୍ଟରେ ଇଡି ଏବଂ ସିବିଆଇ କେ.କବିତାଙ୍କ ଜାମିନ ଆବେଦନକୁ ବିରୋଧ କରିଥିଲେ ଯାହାକୁ ନେଇ କେ.କବିତାଙ୍କୁ ବଡ ଝଟକା ଲାଗିଛି ।

ସୂଚନା ଅନୁସାରେ ହାଇଦ୍ରାବାଦ ସ୍ଥିତ ଘରେ ଚଢ଼ାଉ କରି ଇଡି କେ.କବିତାଙ୍କୁ ଗିରଫ କରିଥିଲା । ଗିରଫ ପରେ ତାଙ୍କୁ ହାଇଦ୍ରାବାଦର ବ୍ୟବସାୟୀ ତଥା ଏହି ମାମଲାର ଅଭିଯୁକ୍ତ ଥିବା ଅରୁଣ ରାମଚନ୍ଦ୍ରନ୍‌ ପିଲ୍ଲାଇଙ୍କ ସହ ମୁହାଁମୁହିଁ ପଚରାଉଚରା କରାଯାଇଥିଲା । ଦିଲ୍ଲୀ ଅବକାରୀ ନୀତି ଅନୁଯାୟୀ ମାର୍କେଟ୍‌ରେ ଏକ ବଡ ଭାଗିଦାରୀ ପାଇବା ପାଇଁ ଆମ୍‌ ଆଦ୍‌ମୀ ପାର୍ଟିକୁ ପ୍ରାୟ ୧୦୦ କୋଟି ଟଙ୍କା ସେ ଲାଞ୍ଚ ଦେଇଥିବା ଅଭିଯୋଗ ରହିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର