Masthead

କ୍ଷମତାକୁ ଆସିଲେ କମ୍ ଦାମରେ ମିଳିବ ମଦ

ଆନ୍ଧ୍ରପ୍ରଦେଶ(ବଡ଼ ଖବର ବ୍ୟୁରୋ): ପାଖେଇ ଆସୁଛି ନିର୍ବାଚନ । ଭୋଟରଙ୍କୁ ହାତେଇବା ପାଇଁ ମାଳମାଳ ପ୍ରତିଶ୍ରୁତି ଦେଉଛନ୍ତି ନେତା । ଏହାରି ମଧ୍ୟରେ ଚନ୍ଦ୍ରବାବୁ ନାଇଡୁ ଏକ ଚାଞ୍ଚଲ୍ୟକର ବୟାନ ଦେଇଛନ୍ତି । ଆନ୍ଧ୍ରପ୍ରଦେଶରେ କ୍ଷମତାକୁ ଫେରିଲେ କମ୍ ଦାମରେ ଦେବେ କ୍ୱାଲିଟି ମଦ । ଜଗନ ରେଡ୍ଡୀ ସରକାର ବେଳେ ମଦ ଦର ୬୦ ଟଙ୍କାରୁ ୨୦୦ ଟଙ୍କା ହୋଇଛି । ୱାଇଏସଆର କଂଗ୍ରେସ ସରକାର ନିମ୍ନ ମାନର ମଦରେ ଅଧିକ ଦାମ ନେଉଛି ବୋଲି ନାଇଡୁ ଦାବି କରିଛନ୍ତି ।

ଆନ୍ଧ୍ରପ୍ରଦେଶରେ ମେଣ୍ଟରେ ସାମିଲ ଥିବା ଅନ୍ୟତମ ଦଳ ଜନସେନା ମୁଖ୍ୟ ପବନ କଲ୍ୟାଣ କହିଛନ୍ତି, ନିମ୍ନ ମାନର ମଦ ପିଇଲେ ଲୋକେ ଅସୁସ୍ଥ ହେବେ । ମଦ କିଣିବା ବେଳେ କାହିଁକି ଡିଜିଟାଲ ପେମେଂଟ ଗ୍ରହଣ କରାଯାଉନି ବୋଲି ସେ ପ୍ରଶ୍ନ କରିଛନ୍ତି । ଆନ୍ଧ୍ରରେ ମଦ କାରବାର ବେଳେ ଦୁର୍ନୀତି ହେଉଛି । ଏହାର ତଦନ୍ତ ହେବା ଆବଶ୍ୟକ ବୋଲି ଆନ୍ଧ୍ର ବିଜେପି ସଭାପତି ଡି ପୁରନ୍ଦେଶ୍ୱରୀ କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି