Masthead

ଖୋର୍ଦ୍ଧା ରେ ହାତୀ ଆତଙ୍କ

ଖୋର୍ଦ୍ଧା : (ବଡ଼ ଖବର ବ୍ୟୁରୋ)  ସହର ଭିତରକୁ ପଶିଲେ ହାତୀ। ଗତ ବିଳମ୍ବିତ ରାତିରେ ଦୁଇଟି ଦନ୍ତା ହାତୀ ଖୋର୍ଦ୍ଧା ସଦର ମୁଖ୍ୟ ଚିକତ୍ସାଳୟ ପରିସରକୁ ପାଚେରୀ ଭାଙ୍ଗି ପଶି ଚକ୍ଷୁ ବିଭାଗ ନିକଟରେ ଥିବା ଷ୍ଟାଫ୍ କ୍ୱାଟର ନିକଟରେ ବୁଲୁ ଥିବା ଦେଖିବାକୁ ମିଳି ଥିଲା । ବର୍ତ୍ତମାନ  ସମସ୍ତେ ଭୟଭିତ ଅଛନ୍ତି। ଖବର ପାଇ ସ୍ଥାନୀୟ ପୋଲିସ ଏବଂ ବନ ବିଭାଗ ଘଟଣା ସ୍ଥଳରେ ପହଁଚି ହାତୀ ଦୁଇଟି କୁ ଘୋଉଡ଼ାଇ ଜଙ୍ଗଲରେ ଛାଡ଼ିବା ପାଇଁ ବନ ବିଭାଗ ଉଦ୍ୟମ ଜାରି ରଖିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ