Masthead

ଗୁଜରାଟରୁ ୧୭୩ କେଜିର ନିଷିଦ୍ଧ ନିଶାଦ୍ରବ୍ୟ ଜବତ

ଗୁଜରାଟ(ବଡ଼ ଖବର ବ୍ୟୁରୋ): ଗୁଜରାଟ ଉପକୂଳରୁ ୧୭୩ କେଜିର ନିଷିଦ୍ଧ ନିଶାଦ୍ରବ୍ୟ ଜବତ । ସୁରକ୍ଷାକର୍ମୀମାନେ ଡଙ୍ଗାକୁ ଯାଞ୍ଚ କରିବା ସହ, ତା’ ମଧ୍ୟରୁ ନିଶାଦ୍ରବ୍ୟକୁ ଜବତ କରିଛନ୍ତି । ନିଶାଦ୍ରବ୍ୟ ମିଳିବା ଘଟଣାରେ ୨ ଜଣଙ୍କୁ ଗିରଫ ମଧ୍ୟ କରାଯାଇଛି । ଭାରତୀୟ ପତାକା ଲାଗିଥିବା ମାଛ ଧରା ଡଙ୍ଗାରେ ହିଁ ଏପରି ନିଶାଦ୍ରବ୍ୟର ଚାଲାଣ ହେଉଥିଲା। ସେମାନେ ଏତେ ପରିମାଣର ନିଷିଦ୍ଧ ନିଶାଦ୍ରବ୍ୟ କେଉଁଠୁ ଆଣିଲେ ଓ ଏହାକୁ କାହା ପାଖକୁ ନେଉଥିଲେ, ତା’ର ତଦନ୍ତ ଆରମ୍ଭ ହୋଇଛି । ଏହାପୂର୍ବରୁ ଏପ୍ରିଲ ୨୮ରେ ତଟରକ୍ଷୀ ବାହିନୀ ଗୋଟିଏ ପାକିସ୍ତାନୀ ଡଙ୍ଗାକୁ ଜବତ କରିଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି