Masthead

ଗୋରୁ ବୋଝେଇ କଣ୍ଟେନର ଜବଦ

ଭୋଗରାଇ(ବଡ଼ ଖବର ବ୍ୟୁରୋ): ଓଡିଶାରୁ ପଶ୍ଚିମବଙ୍ଗକୁ ଗୋଚାଲାଣ ବେଳେ ଭୋଗରାଇ ଥାନା ଦେଉଳା ନିକଟରୁ ଜବତ ହେଲା କଣ୍ଟେନର ଭର୍ତ୍ତି ୩୦ରୁ ଅଧିକ ଗୋରୁ । ଗତକାଲି ବିଳମ୍ବିତ ରାତିରେ ପଶ୍ଚିମବଙ୍ଗକୁ କଣ୍ଟେନର ମାଧ୍ୟମରେ ୩୦ରୁ ଉର୍ଦ୍ଧ ଗୋଚାଲାଣ ହେଉଥିବା ବେଳେ ଦେଉଳା ଠାରେ ଭାରସାମ୍ୟ ହରାଇ ରାସ୍ତା କଡରେ ପଶିଯାଇଥିଲା । କଣ୍ଟେନରକୁ ଦେଖି ସ୍ଥାନୀୟ ଲୋକେ ପହଁଚିଲା ପରେ ଗୋରୁ ଚାଲାଣ ହେଉଥିବା ଦେଖିବାକୁ ପାଇଥିଲେ । ଖବର ପାଇ ଭୋଗରାଇ ପୋଲିସ ଗୋରୁ ବୋଝେଇ ଗାଡିକୁ ଜବଦ କରିବା ସହିତ ୩୦ ରୁ ଉର୍ଦ୍ଧ୍ବ ଗୋରୁକୁ ଉଦ୍ଧାର କରିଛି । ପଶ୍ଚିମବଙ୍ଗକୁ ବାରମ୍ବାର ଏଭଳି ଗୋଚାଲାଣ କିପରି ହେଉଛି ପୋଲିସର କାର୍ଯ୍ୟଦକ୍ଷତା ଉପରେ ପ୍ରଶ୍ନ ଉଠିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଗକୁ ବଢ଼ିପାରେ ତାତି 🔴 ଭୁଲ୍‌ ଇଞ୍ଜେକ୍ସନ୍ ନେଲା ନାବାଳକର ଜୀବନ ! 🔴 ରତ୍ନଭଣ୍ଡାର ଗଣତି ମଣତି ସମୀକ୍ଷା, ଆଜି ବସିବ ବଡ଼ ବୈଠକ 🔴 ଦିବ୍ୟାଙ୍ଗଙ୍କ ସନ୍ଦହେଜନକ ମୃତ୍ୟୁ 🔴 ସମ୍ବଲପୁର ଜେଲରେ ପୁଲିସର ଚଢ଼ାଉ 🔴 କଲବଲ କରିବ କାଳବୈଶାଖୀ 🔴 ଏମିତି ବି ଆସେ ମୃତ୍ୟୁ 🔴 ଗ୍ରୀଷ୍ମ ଆରମ୍ଭରୁ ପାଣି ସଙ୍କଟ 🔴 ଟ୍ରମ୍ପ ଦେଖାଇଲେ ନାଲିଆଖି, ଏଥର ଟାର୍ଗେଟ ପାୱାର୍ ପ୍ଲାଣ୍ଟ 🔴 ୨ଦିନ କାଳବୈଶାଖି, ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା 🔴 ଆଗକୁ ବଢ଼ିପାରେ ତାତି 🔴 ଭୁଲ୍‌ ଇଞ୍ଜେକ୍ସନ୍ ନେଲା ନାବାଳକର ଜୀବନ ! 🔴 ରତ୍ନଭଣ୍ଡାର ଗଣତି ମଣତି ସମୀକ୍ଷା, ଆଜି ବସିବ ବଡ଼ ବୈଠକ 🔴 ଦିବ୍ୟାଙ୍ଗଙ୍କ ସନ୍ଦହେଜନକ ମୃତ୍ୟୁ 🔴 ସମ୍ବଲପୁର ଜେଲରେ ପୁଲିସର ଚଢ଼ାଉ 🔴 କଲବଲ କରିବ କାଳବୈଶାଖୀ 🔴 ଏମିତି ବି ଆସେ ମୃତ୍ୟୁ 🔴 ଗ୍ରୀଷ୍ମ ଆରମ୍ଭରୁ ପାଣି ସଙ୍କଟ 🔴 ଟ୍ରମ୍ପ ଦେଖାଇଲେ ନାଲିଆଖି, ଏଥର ଟାର୍ଗେଟ ପାୱାର୍ ପ୍ଲାଣ୍ଟ 🔴 ୨ଦିନ କାଳବୈଶାଖି, ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା