Masthead

ଗୋରୁ ବୋଝେଇ କଣ୍ଟେନର ଜବଦ

ଭୋଗରାଇ(ବଡ଼ ଖବର ବ୍ୟୁରୋ): ଓଡିଶାରୁ ପଶ୍ଚିମବଙ୍ଗକୁ ଗୋଚାଲାଣ ବେଳେ ଭୋଗରାଇ ଥାନା ଦେଉଳା ନିକଟରୁ ଜବତ ହେଲା କଣ୍ଟେନର ଭର୍ତ୍ତି ୩୦ରୁ ଅଧିକ ଗୋରୁ । ଗତକାଲି ବିଳମ୍ବିତ ରାତିରେ ପଶ୍ଚିମବଙ୍ଗକୁ କଣ୍ଟେନର ମାଧ୍ୟମରେ ୩୦ରୁ ଉର୍ଦ୍ଧ ଗୋଚାଲାଣ ହେଉଥିବା ବେଳେ ଦେଉଳା ଠାରେ ଭାରସାମ୍ୟ ହରାଇ ରାସ୍ତା କଡରେ ପଶିଯାଇଥିଲା । କଣ୍ଟେନରକୁ ଦେଖି ସ୍ଥାନୀୟ ଲୋକେ ପହଁଚିଲା ପରେ ଗୋରୁ ଚାଲାଣ ହେଉଥିବା ଦେଖିବାକୁ ପାଇଥିଲେ । ଖବର ପାଇ ଭୋଗରାଇ ପୋଲିସ ଗୋରୁ ବୋଝେଇ ଗାଡିକୁ ଜବଦ କରିବା ସହିତ ୩୦ ରୁ ଉର୍ଦ୍ଧ୍ବ ଗୋରୁକୁ ଉଦ୍ଧାର କରିଛି । ପଶ୍ଚିମବଙ୍ଗକୁ ବାରମ୍ବାର ଏଭଳି ଗୋଚାଲାଣ କିପରି ହେଉଛି ପୋଲିସର କାର୍ଯ୍ୟଦକ୍ଷତା ଉପରେ ପ୍ରଶ୍ନ ଉଠିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀବିଗ୍ରହଙ୍କ ଶ୍ରୀଅଙ୍ଗରେ ଲାଗିବ ଫୁଲୁରୀ ତେଲ 🔴 କେମିତି ସୁସ୍ଥ ହୁୁଅନ୍ତି ମହାପ୍ରଭୁ 🔴 ଭାରତୀୟ କଳା ସଂସ୍କୃତିରେ ବିଭୋର ହୋଇଛନ୍ତି ଜାପାନ ପ୍ରଧାନମନ୍ତ୍ରୀ 🔴 କେତନ୍ ହତ୍ୟାକାଣ୍ଡରେ ନୂଆ ଟୁଇଷ୍ଟ୍ 🔴 ୪ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ୭ ତାରିଖ ଯାଏ  ପ୍ରବଳ ବର୍ଷା ! 🔴 ଏସଆଇ ପରୀକ୍ଷାର୍ଥୀଙ୍କ ପାଇଁ ଏକ ବଡ ସୂଚନା 🔴 ଗ୍ୟାସ୍ ଗ୍ରାହକଙ୍କ ପାଇଁ ଆଶ୍ୱସ୍ତିକର ଖବର 🔴 ଇଂଲଣ୍ଡ ବିପକ୍ଷ ଟି୨୦, ବୈଭବଙ୍କ ଉପରେ ନଜର 🔴 ଧୀରଜ ସେଠ ହେଲେ ସ୍ଥଳ ସେନାମୁଖ୍ୟ 🔴 ଶ୍ରୀବିଗ୍ରହଙ୍କ ଶ୍ରୀଅଙ୍ଗରେ ଲାଗିବ ଫୁଲୁରୀ ତେଲ 🔴 କେମିତି ସୁସ୍ଥ ହୁୁଅନ୍ତି ମହାପ୍ରଭୁ 🔴 ଭାରତୀୟ କଳା ସଂସ୍କୃତିରେ ବିଭୋର ହୋଇଛନ୍ତି ଜାପାନ ପ୍ରଧାନମନ୍ତ୍ରୀ 🔴 କେତନ୍ ହତ୍ୟାକାଣ୍ଡରେ ନୂଆ ଟୁଇଷ୍ଟ୍ 🔴 ୪ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ୭ ତାରିଖ ଯାଏ  ପ୍ରବଳ ବର୍ଷା ! 🔴 ଏସଆଇ ପରୀକ୍ଷାର୍ଥୀଙ୍କ ପାଇଁ ଏକ ବଡ ସୂଚନା 🔴 ଗ୍ୟାସ୍ ଗ୍ରାହକଙ୍କ ପାଇଁ ଆଶ୍ୱସ୍ତିକର ଖବର 🔴 ଇଂଲଣ୍ଡ ବିପକ୍ଷ ଟି୨୦, ବୈଭବଙ୍କ ଉପରେ ନଜର 🔴 ଧୀରଜ ସେଠ ହେଲେ ସ୍ଥଳ ସେନାମୁଖ୍ୟ