Masthead

ଚାଇନାର ଉତ୍ପାଦ ଉପରେ ଆମେରିକାର ବଡ ନିଷ୍ପତି

ଓ୍ବାଶିଂଟନ୍‌(ବଡ଼ ଖବର ବ୍ୟୁରୋ):ଚାଇନା ବିରୋଧରେ ଆମେରିକା ର ବଡ ଆକ୍ସନ । ଚାଇନାର ଉତ୍ପାଦ ଉପରେ ଆମେରିକା ଭାରି ଟିକସ ଲାଗୁ କରିବାକୁ ନିଷ୍ପତ୍ତି ନେଇଛି । ଏଥିରେ ଇଲେକ୍ଟ୍ରିକ ଯାନ, ବ୍ୟାଟେରୀ, ଷ୍ଟିଲ, ସୌର ସେଲ୍‌ ଏବଂ ଆଲୁମିନିୟମ ସାମିଲ ଅଛି । ବୈଦ୍ୟୁତିକ ଯାନ ଉପରେ ୧୦୦ ପ୍ରତିଶତ, ସେମିକଣ୍ଡକ୍ଟର ଉପରେ ୫୦ପ୍ରତିଶତ ଏବଂ ବୈଦ୍ୟୁତିକ ଯାନ ବ୍ୟାଟେରୀ ଉପରେ ୨୫ ପ୍ରତିଶତ ଶୁଳ୍କ ଲାଗୁ କରିବାକୁ ଘୋଷଣା କରାଯାଇଛି । ହ୍ବାଇଟ ଦେଶକୁ ସମ୍ବୋଧିତ କରୁଥିବାବେଳେ ରାଷ୍ଟ୍ରପତି ଜୋ ବାଇଡେନ ଏହା ଘୋଷଣା କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା