Masthead

ଚାନ୍ଦବାଲିରେ ରାତି ଅଧିଆ ଗୋରୁ ଚାଲାଣ

ଚାନ୍ଦବାଲି(ବଡ଼ ଖବର ବ୍ୟୁରୋ):ଭଦ୍ରକ ଜିଲ୍ଲା ଚାନ୍ଦବାଲି ବ୍ଲକ କୋଇଥ ଖୋଲା ପଞ୍ଚାୟତ କିଶୋର ପ୍ରସାଦ ଗାଁ ନିକଟସ୍ଥ ବିଲ ମଧ୍ୟରେ ଗତକାଲି ରାତିରେ ଗୋ ମାଫିଆମାନେ ଏକାଧିକ ଗୋରୁ ବାନ୍ଧି କୁଆଡେ ଫେରାର ଅଛନ୍ତି । କିଶୋର ପ୍ରସାଦ ଗାଁରେ ପ୍ରମିଳା ମାନାଙ୍କ ଘର ପଛପଟେ ପ୍ରଥମେ ୪ଟି ଗୋରୁ ବାନ୍ଧି ରଖି ଥିଲାବେଳେ ରାତି ପାହିଲା ବେଳେ ୪୨ ଟି ଗୋରୁ ବନ୍ଧା ହୋଇଥିବା ଦେଖିବାକୁ ମିଳିଥିଲା।

ଏହାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଖୋଳ ତାଡ଼ ଆରମ୍ଭ ହୋଇଛି । ଏହି ଘଟଣାରେ ପୋଲିସ ପ୍ରଶାସନକୁ ଖବର ଯାଇଥିଲେ ମଧ୍ୟ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇନାହିଁ । ଅନେକ ଥର ଏମିତି ଘଟଣା ସାମ୍ମାକୁ ଆସୁଥିଲେ ମଧ୍ୟ ପ୍ରଶାସନ ଏଯାଏଁ କୌଣସି ତତ୍ପରତା ଦେଖାଇନାହିଁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ