Masthead

ଚିକିତ୍ସା ପାଇଁ ବ୍ରିଟେନରେ ଅଛନ୍ତି ରାଘବ ଚଢା

ଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଗତ କିଛି ଦିନ ହେବ ରାଜନୀତି ରୁ ଦୂରେଇରହିଛନ୍ତି ଆପ୍ ନେତା ରାଘବ ଚଢା । ଗଣମାଧ୍ୟମରେ ସବୁବେଳେ ଆକ୍ଟିଭ୍ ରହୁଥିବା ରାଘବ ଚଢା ସୋସିଆଲ ମିଡିଆରୁ ମଧ୍ୟ ଦୂରେଇରହିଛନ୍ତି । ସେ କୁଆଡେ ଗଲେ ତାକୁ ନେଇ ବର୍ତମାନ ଚର୍ଚ୍ଚା ଜୋର ଧରିଛି ।

ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ଗିରଫ ହେବା ଦିନଠାରୁ ବିରୋଧୀ ଦଳ ଆପ୍ ସାଂସଦ ରାଘବ ଚଢ଼ାଙ୍କ ଅନୁପସ୍ଥିତିକୁ ନେଇ ଦଳକୁ ଟାର୍ଗେଟ କରିଆସୁଛନ୍ତି । ଏନେଇ ଆପ୍ ନେତା ତଥା ମନ୍ତ୍ରୀ ସୌରଭ ଭରଦ୍ୱାଜ ନିଜର ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି ଯେ, ତାଙ୍କ ଚିକିତ୍ସା ପାଇଁ ରାଘବ ବ୍ରିଟେନରେ ଅଛନ୍ତି । ରାଘବଙ୍କ ଆଖିରେ କିଛି ସମସ୍ୟା ରହିଛି, ଯାହାର ଚିକିତ୍ସା ପାଇଁ ସେ ବ୍ରିଟେନରେ ଅଛନ୍ତି । ସେ ଶୀଘ୍ର ସୁସ୍ଥ ହୋଇ ଆମର ରାଜନୈତିକ ଅଭିଯାନରେ ଯୋଗଦେବେ

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ