Masthead

ଚିକିତ୍ସା ପାଇଁ ବ୍ରିଟେନରେ ଅଛନ୍ତି ରାଘବ ଚଢା

ଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଗତ କିଛି ଦିନ ହେବ ରାଜନୀତି ରୁ ଦୂରେଇରହିଛନ୍ତି ଆପ୍ ନେତା ରାଘବ ଚଢା । ଗଣମାଧ୍ୟମରେ ସବୁବେଳେ ଆକ୍ଟିଭ୍ ରହୁଥିବା ରାଘବ ଚଢା ସୋସିଆଲ ମିଡିଆରୁ ମଧ୍ୟ ଦୂରେଇରହିଛନ୍ତି । ସେ କୁଆଡେ ଗଲେ ତାକୁ ନେଇ ବର୍ତମାନ ଚର୍ଚ୍ଚା ଜୋର ଧରିଛି ।

ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ଗିରଫ ହେବା ଦିନଠାରୁ ବିରୋଧୀ ଦଳ ଆପ୍ ସାଂସଦ ରାଘବ ଚଢ଼ାଙ୍କ ଅନୁପସ୍ଥିତିକୁ ନେଇ ଦଳକୁ ଟାର୍ଗେଟ କରିଆସୁଛନ୍ତି । ଏନେଇ ଆପ୍ ନେତା ତଥା ମନ୍ତ୍ରୀ ସୌରଭ ଭରଦ୍ୱାଜ ନିଜର ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି ଯେ, ତାଙ୍କ ଚିକିତ୍ସା ପାଇଁ ରାଘବ ବ୍ରିଟେନରେ ଅଛନ୍ତି । ରାଘବଙ୍କ ଆଖିରେ କିଛି ସମସ୍ୟା ରହିଛି, ଯାହାର ଚିକିତ୍ସା ପାଇଁ ସେ ବ୍ରିଟେନରେ ଅଛନ୍ତି । ସେ ଶୀଘ୍ର ସୁସ୍ଥ ହୋଇ ଆମର ରାଜନୈତିକ ଅଭିଯାନରେ ଯୋଗଦେବେ

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ