Masthead

ଛାତ୍ର ଛାତ୍ରୀ ଧାରଣା ଦେଲେ କାହିଁକି ।

ଢେଙ୍କାନାଳ: ଢେଙ୍କାନାଳ ଜିଲ୍ଲା ସଦର ବ୍ଲକ ଅନ୍ତର୍ଗତ ପଥରଗଡା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ କୁ ବେଆଇନ ସ୍ଥାନାନ୍ତର ପ୍ରତିବାଦରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣାରେ ବସିଥିଲେ କୁନିକୁନି ପିଲା,ସେମାନଙ୍କ ଅଭିଭାବକ ଓ ଗ୍ରାମବାସୀମାନେ।ପଥରଗଡା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ କୁ ତେନ୍ତୁଳିପା ଟଣା ସ୍କୁଲ୍ ରେ ମିଶାଇ ଦିଆଯାଇଛି।ଏହି ସ୍କୁଲ୍ କୁ ଯିବାକୁ ହେଲେ ଏକ ନାଳ ପାର କରି ତିନି କିମି ରାସ୍ତା ଅତିକ୍ରମ କରିବାକୁ ପଡ଼ିବ।ଏହା ବିରୋଧରେ ରିପବ୍ଲିକାନ ପାର୍ଟି ଅଫ ଇଣ୍ଡିଆର କର୍ମକର୍ତ୍ତା ମାନେ ଏକ ଦାବିପତ୍ର ଜିଲ୍ଲାପାଳଙ୍କୁ ଦେଇଥିଲେ। କୋଭିଡ ପରି ଭୟଙ୍କର ମହାମାରୀ ସମୟରେ କୁନିକୁନି ପିଲାମାନଙ୍କୁ ଟାଣ ଖରାରେ ବସାଇବା କେତେଦୂର ଯଥାର୍ଥ।ଟାଉନ୍ ଥାନା ଆଇ ଆଇ ସି ଙ୍କୁ ଏ ବିଷୟରେ ପଚାରିବାରୁ ବିନା ଅନୁମତିରେ ଧାରଣା ଦିଆଯାଇଛି,ତଦନ୍ତ ପରେ ଦୋଷୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆଯିବ। ଏଠି ପ୍ରଶ୍ନ ଉଠୁଚି ଯେ ଜିଲ୍ଲାପାଳଙ୍କ ଅଫିସ୍ ସମ୍ମୁଖରେ ପ୍ରଶାସନିକ ଅଧିକାରୀ ଓ ପୋଲିସ ଅଧିକାରୀଙ୍କ ଉପସ୍ଥିତିରେ କୁନି ପିଲାମାନେ ଧାରଣାରେ ବସିଲେ କେମିତି?

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା