Masthead

ଜିତୁ ଜିତୁ ମନ୍ତ୍ରୀ ହୋଇପାରନ୍ତି ଦୀପାଲି

ଭୁବନେଶ୍ୱର: କାଲି ଝାରସୁଗୁଡ଼ା ଫଳ ଆସିବ । ନବୀନ ଦିଲ୍ଲୀରେ । କାଲି ଫେରିବେ । ତାହା ପୂର୍ବରୁ ମନ୍ତ୍ରିମଣ୍ଡଳରେ ଅଦଳବଦଳ ଖବର । ଦୁଇ ମନ୍ତ୍ରୀ ଇସ୍ତଫା ଦେଇସାରିଲେଣି । ବାଚସ୍ପତି ବି ପଦ ଛାଡ଼ିସାରିଲେଣି । ତେବେ ସବୁଠି ଚର୍ଚ୍ଚା, ଦୀପାଲି ଜିତିଲେ ମନ୍ତ୍ରୀ ହେବେ । ସ୍ୱର୍ଗତଃ ମନ୍ତ୍ରୀ ନବ ଦାସଙ୍କ ହତ୍ୟା ପେର ଉପନିର୍ବାଚନରେ ତାଙ୍କ ଝିଅ ଦୀପାଲି ପ୍ରାର୍ଥୀ ହୋଇଛନ୍ତି । ଯାହା ଆକଳନ ହେଉଛି ସେ ବଡ଼ ମାର୍ଜିନରେ ଜିତିବେ । ନବ ଦାସଙ୍କ ଦେହାନ୍ତ ପରେ ନିରଂଜନ ପୂଜାରୀଙ୍କୁ ଅତିରିକ୍ତ ଭାବେ ସ୍ୱାସ୍ଥ୍ୟ ବିଭାଗ ସମ୍ଭାଳୁଛନ୍ତି । ତେବେ ଦୀପାଲି ଜିତିଲେ ମୁଖ୍ୟମନ୍ତ୍ରୀ ତାଙ୍କୁ ମନ୍ତ୍ରିମଣ୍ଡଳରେ ସ୍ଥାନ ଦେଇ ନବଙ୍କୁ ଶ୍ରଦ୍ଧାଞ୍ଜଳି ଜଣାବେ ବୋଲି ଚର୍ଚ୍ଚା ହେଉଛି । ତାଙ୍କୁ ସମୀରଙ୍କ ଜାଗାରେ ଗଣଶିକ୍ଷା ବିଭାଗ ମିଳିପାରେ ବୋଲି କୁହାଯାଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ