Masthead

ଜୁନ୍ ୩୦ ଯାଏଁ ସରକାରୀ କର୍ମଚାରୀଙ୍କୁ ଛୁଟି ମନା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟରେ ବିଜେପି ପ୍ରଥମ ଥର ପାଇଁ ନୁଆ ସରକାର ଗଢିବାକୁ ଯାଉଥିବାବେଳେ ଏହାରି ମଧ୍ୟରେ ଜୁନ୍ ୩୦ ଯାଏଁ ସରକାରୀ କର୍ମଚାରୀଙ୍କ ଛୁଟିକୁ ବାତିଲ କରାଯାଇଛି । କାରଣ ନୂଆ ସରକାର ହେଉଥିବାରୁ ବିଭିନ୍ନ ସ୍ତରରେ କାର୍ଯ୍ୟକ୍ରମ ଚାଲିବ ତେଣୁ ସରକାରୀ କର୍ମଚାରୀଙ୍କ ଛୁଟିକୁ ବାତିଲ କରିବାକୁ ନିର୍ଦ୍ଦଶ ଦିଆଯାଇଛି । ସରକାରୀ ଛୁଟିଦିନ ଗୁଡିକରେ ମଧ୍ୟ ଅଧିକାରୀଙ୍କୁ ହେଡକ୍ୱାର୍ଟର ନଛାଡିବାକୁ ନିର୍ଦ୍ଦେଶ ଦିଆଯାଇଛି । ଏନେଇ ଅତିରିକ୍ତ ମୁଖ୍ୟ ଶାସନ ସଚିବ ସମସ୍ତ ଜିଲ୍ଲାପାଳ ଓ ବିଭାଗୀୟ ମୁଖ୍ୟଙ୍କୁ ଚିଠି ଲେଖି ଅବଗତ କରିଛନ୍ତି । ଶପଥଗ୍ରହଣ ପରେ ସରକାରୀସ୍ତରରେ ଅନେକ ଗୁଡିଏ କାର୍ୟ୍ୟକ୍ରମ ଗ୍ରହଣ କରାଯିବ । ତେଣୁ ଏହାକୁ ଦୃଷ୍ଟିରେ ରଖି ଏଭଳି ନିଷ୍ପତ୍ତି ନିଆଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ