Masthead

ଜୁନ୍ ୩୦ ଯାଏଁ ସରକାରୀ କର୍ମଚାରୀଙ୍କୁ ଛୁଟି ମନା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟରେ ବିଜେପି ପ୍ରଥମ ଥର ପାଇଁ ନୁଆ ସରକାର ଗଢିବାକୁ ଯାଉଥିବାବେଳେ ଏହାରି ମଧ୍ୟରେ ଜୁନ୍ ୩୦ ଯାଏଁ ସରକାରୀ କର୍ମଚାରୀଙ୍କ ଛୁଟିକୁ ବାତିଲ କରାଯାଇଛି । କାରଣ ନୂଆ ସରକାର ହେଉଥିବାରୁ ବିଭିନ୍ନ ସ୍ତରରେ କାର୍ଯ୍ୟକ୍ରମ ଚାଲିବ ତେଣୁ ସରକାରୀ କର୍ମଚାରୀଙ୍କ ଛୁଟିକୁ ବାତିଲ କରିବାକୁ ନିର୍ଦ୍ଦଶ ଦିଆଯାଇଛି । ସରକାରୀ ଛୁଟିଦିନ ଗୁଡିକରେ ମଧ୍ୟ ଅଧିକାରୀଙ୍କୁ ହେଡକ୍ୱାର୍ଟର ନଛାଡିବାକୁ ନିର୍ଦ୍ଦେଶ ଦିଆଯାଇଛି । ଏନେଇ ଅତିରିକ୍ତ ମୁଖ୍ୟ ଶାସନ ସଚିବ ସମସ୍ତ ଜିଲ୍ଲାପାଳ ଓ ବିଭାଗୀୟ ମୁଖ୍ୟଙ୍କୁ ଚିଠି ଲେଖି ଅବଗତ କରିଛନ୍ତି । ଶପଥଗ୍ରହଣ ପରେ ସରକାରୀସ୍ତରରେ ଅନେକ ଗୁଡିଏ କାର୍ୟ୍ୟକ୍ରମ ଗ୍ରହଣ କରାଯିବ । ତେଣୁ ଏହାକୁ ଦୃଷ୍ଟିରେ ରଖି ଏଭଳି ନିଷ୍ପତ୍ତି ନିଆଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା