Masthead

ଜୁନ୍ ୯ରେ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେବେ ମୋଦୀ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଆସନ୍ତା ୯ ତାରିଖରେ ସନ୍ଧ୍ୟା ୬ଟାରେ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେବେ ନରେନ୍ଦ୍ର ମୋଦୀ । ଏନେଇ ଏକ ଜାତୀୟ ଗଣମାଧ୍ୟମରେ ଚର୍ଚ୍ଚା ଜୋର ଧରିଛି । ପୂର୍ବରୁ ଜୁନ୍ ୮ତାରିଖରେ ପ୍ରଧାନମନ୍ତ୍ରୀ ଭାବେ ମୋଦୀ ଶପଥ ନେବେ ବୋଲି ଚର୍ଚ୍ଚା ହେଉଥିଲା । କିନ୍ତୁ ଏପର୍ଯ୍ୟନ୍ତ ପ୍ରଧାନମନ୍ତ୍ରୀ ଭାବେ ମୋଦୀ କେବେ ଶପଥ ନେବେ ସେନେଇ ବିଧିବଦ୍ଧ ଭାବେ କୌଣସି ସୂଚନା ମିଳିନାହିଁ

ଚଳିତ ନିର୍ବାଚନରେ ବିଜେପି ୨୪୦ ଆସନ ହାତେଇଛି । ଅନ୍ୟପଟେ ସହଯୋଗୀ ଦଳକୁ ମିଶାଇ ଏନଡିଏ ମ୍ୟାଜିକ ନମ୍ବର ପାର କରୁଛି । ନୀତିଶ କୁମାର ଓ ଚନ୍ଦ୍ରବାବୁ ନାଇଡୁଙ୍କ ସମର୍ଥନ ପରେ ମୋଦୀଙ୍କ ନେତୃତ୍ୱରେ କେନ୍ଦ୍ରରେ ଏନଡିଏ ସରକାର କରିବ

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ