Masthead

ଜେଲରେ କେଜ୍ରିୱାଲ, ମିଳିଲାନି ଆଶ୍ବସ୍ତି

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ):ଦିଲ୍ଲୀ ଅବକାରୀ ଦୁର୍ନୀତି ଅଭିଯୋଗରେ ଜେଲରେ ଅଛନ୍ତି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ । ଆଜି ଅରବିନ୍ଦ କେଜ୍ରିୱାଲଙ୍କ ନ୍ୟାୟିକ ହେପାଜତକୁ ଜୁଲାଇ ୩ ପର୍ୟ୍ୟନ୍ତ ବୃଦ୍ଧି କରିଛନ୍ତି ଦିଲ୍ଲୀର ରାଉସ୍ ଆଭେନ୍ୟୁ କୋର୍ଟ । ଏହାସହ ଏକ୍ସାଇଜ୍ ପଲିସି ମାମଲାରେ ଅଭିଯୁକ୍ତ ବିନୋଦ ଚୌହାନଙ୍କ ହେପାଜତକୁ ମଧ୍ୟ ବୃଦ୍ଧି କରାଯାଇଛି। ସେମାନଙ୍କର ହେପାଜତ ଅବଧି ଶେଷ ହେବା ପରେ ବୁଧବାର ଭିଡିଓ କନଫରେନ୍ସିଂ ମାଧ୍ୟମରେ ଉଭୟଙ୍କୁ କୋର୍ଟରେ ହାଜର କରାଯାଇଥିଲା ।

ଦିଲ୍ଲୀ ଏକ୍ସାଇଜ୍ ପଲିସି ମାମଲାରେ ଏନଫୋର୍ସମେଣ୍ଟ ନିର୍ଦ୍ଦେଶାଳୟର ଓକିଲ କୋର୍ଟଙ୍କୁ କହିଛନ୍ତି ଯେ ବିନୋଦ ଚୌହାନଙ୍କୁ ବିଆରଏସ ନେତା କବିତାଙ୍କ ସହାୟକ ମାଧ୍ୟମରେ ୨୫ କୋଟି ଟଙ୍କା ମିଳିଛି । ଅଭିଷେକ ବୋଇନପାଲୀଙ୍କ ଜରିଆରେ ଗୋଆ ନିର୍ବାଚନ ପାଇଁ ଟଙ୍କା ମିଳିଥିଲା । ଏଥିସହ ଚଳିତ ମାସ ଶେଷରେ ବିନୋଦଙ୍କ ବିରୋଧରେ ଅଭିଯୋଗ କରାଯିବ ବୋଲି ସେ କହିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ