Masthead

ଝାଡଖଣ୍ଡରେ ଡରାଉଛି ବାର୍ଡ ଫ୍ଲୁ

ଝାଡଖଣ୍ଡ(ବଡ଼ ଖବର ବ୍ୟୁରୋ): ପୁଣି ଡରାଉଛି ବାର୍ଡ ଫ୍ଲୁ ଏହା ବ୍ୟାପିବା ପରେ ପ୍ରଶାସନ ପକ୍ଷରୁ ତତ୍ପରତା ଦେଖାଇଛି । ଝାଡଖଣ୍ଡରେ ଏକ କୁକୁଡ଼ା ଫାର୍ମରେ ଠାବ ହୋଇଛି ଆଭିଆନ ଇନଫ୍ଲୁଏଞ୍ଜା ବା ବାର୍ଡ ଫ୍ଲୁ। ଏହି ଭୂତାଣୁ ଜାହାକୁ ନେଇ ଝାରଖଣ୍ଡ ପ୍ରଶାସନ ପକ୍ଷରୁ ସତର୍କ ସୂଚନା ଦିଆଜାଇଛି । ରାମ କୃଷ୍ଣ ଆଶ୍ରମ ପକ୍ଷରୁ ପରିଚାଳିତ ମୋରାବାଦି ସ୍ଥିତ କୁକୁଡ଼ା ଫାର୍ମ ଦିବ୍ୟାନ କୃଷି ବିଜ୍ଞାନ କେନ୍ଦ୍ରରେ ଥିବା ୯୨୦ଟି ପକ୍ଷୀଙ୍କୁ ହତ୍ୟା କରାଯାଇଛି ।

ପକ୍ଷୀଙ୍କ ବ୍ୟତୀତ ୪,୩୦୦ ଅଣ୍ଡାକୁ ମଧ୍ୟ ନଷ୍ଟ କରାଯାଇଛି । ପକ୍ଷୀମାନଙ୍କ ନମୁନା ପରୀକ୍ଷା ପାଇଁ ଭୋପାଲରେ ଥିବା ICAR-National Institute of High Security Animal Diseases (NIHSAD) କୁ ପଠା ଯାଇଥିଲା । ପରୀକ୍ଷାରୁ ପକ୍ଷୀଗୁଡ଼ିକ H5N1 ରେ ସଂକ୍ରମିତ ହୋଇଥିବା ସ୍ପଷ୍ଟ ହୋଇଛି । H5N1 ହେଉଛି ଆଭିଆନ ଇନଫ୍ଲୁଏଞ୍ଜାର ଗୋଟିଏ ଷ୍ଟ୍ରେନ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ 🔴 ଭିଜିଲାନ୍ସ ଜାଲରେ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ 🔴 ଗର୍ଭବତୀ ମହିଳାଙ୍କୁ ଉଦ୍ଧାର କରିବାକୁ ଯାଇ ନଦୀରେ ଓଲଟିଲା ବୋଟ 🔴 ବୈତରଣୀରେ ପୁଣି ବନ୍ୟା, ବିପଦ ସଙ୍କେତ ଉପରେ ଜଳ ପ୍ରବାହ.. 🔴 ଏସୀୟ କ୍ରୀଡ଼ାରେ ଭାରତର ଆଉ ଏକ ଗୋଲ୍ଡ , କବାଡ଼ିରେ ଚମକିଲା ମହିଳା ଟିମ୍ 🔴 ବଢୁଛି ସୁବର୍ଣ୍ଣରେଖା ନଦୀର ଜଳସ୍ତର! 🔴 ପୁଣି ଏକ ଡଲଫିନର ମୃତଦେହ ଉଦ୍ଧାର, ଦୁଇ ଦିନରେ ମିଳିଲା ୨ଟି 🔴 କାଠ ମାଫିଆଙ୍କ କବ୍ଜାରେ କୁଳଡିହା ଅଭୟାରଣ୍ୟ,ସୁରକ୍ଷା ନେଇ ଉଠିଲା ପ୍ରଶ୍ନ 🔴 ସିକ୍କିମରେ ପ୍ରବଳ ବର୍ଷାକୁ ନେଇ ବଡ଼ ଭୂସ୍ଖଳନ, ଅନେକ ଘର କ୍ଷତିଗ୍ରସ୍ତ 🔴 ଦୁଇ ବରିଷ୍ଠ ଅଧିକାରୀ ନିଲମ୍ବିତ 🔴 ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ 🔴 ଭିଜିଲାନ୍ସ ଜାଲରେ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ 🔴 ଗର୍ଭବତୀ ମହିଳାଙ୍କୁ ଉଦ୍ଧାର କରିବାକୁ ଯାଇ ନଦୀରେ ଓଲଟିଲା ବୋଟ 🔴 ବୈତରଣୀରେ ପୁଣି ବନ୍ୟା, ବିପଦ ସଙ୍କେତ ଉପରେ ଜଳ ପ୍ରବାହ.. 🔴 ଏସୀୟ କ୍ରୀଡ଼ାରେ ଭାରତର ଆଉ ଏକ ଗୋଲ୍ଡ , କବାଡ଼ିରେ ଚମକିଲା ମହିଳା ଟିମ୍ 🔴 ବଢୁଛି ସୁବର୍ଣ୍ଣରେଖା ନଦୀର ଜଳସ୍ତର! 🔴 ପୁଣି ଏକ ଡଲଫିନର ମୃତଦେହ ଉଦ୍ଧାର, ଦୁଇ ଦିନରେ ମିଳିଲା ୨ଟି 🔴 କାଠ ମାଫିଆଙ୍କ କବ୍ଜାରେ କୁଳଡିହା ଅଭୟାରଣ୍ୟ,ସୁରକ୍ଷା ନେଇ ଉଠିଲା ପ୍ରଶ୍ନ 🔴 ସିକ୍କିମରେ ପ୍ରବଳ ବର୍ଷାକୁ ନେଇ ବଡ଼ ଭୂସ୍ଖଳନ, ଅନେକ ଘର କ୍ଷତିଗ୍ରସ୍ତ 🔴 ଦୁଇ ବରିଷ୍ଠ ଅଧିକାରୀ ନିଲମ୍ବିତ