Masthead

ଝାରସୁଗୁଡାରେ ବିଜେପିର ବିଜୟୀ ଉତ୍ସବ

ଝାରସୁଗୁଡା (ବଡ଼ ଖବର ବ୍ୟୁରୋ): ଝାରସୁଗୁଡାରେ ନବନିର୍ବାଚିତ ବିଧାୟକ ଟଙ୍କଧର ତ୍ରିପାଠୀଙ୍କ ବିଜୟ ଶୋଭାଯାତ୍ରା ।  ବିଧାୟକ ଟଙ୍କଧର ତ୍ରିପାଠୀ ପହଞ୍ଚିବା ପରେ ବିଜେପି ପକ୍ଷରୁ ଏକ ବିଜୟୀ ଶୋଭାଯାତ୍ରା ବାହାରିଥିଲା । ଏହି ଶୋଭାଯାତ୍ରା ମନମୋହନ ସ୍କୁଲ ପଡ଼ିଆରୁ ବାହାରି ଝଣ୍ଡା ଛକ, ମଙ୍ଗଲବଜାର, ରେଲୱେ ଷ୍ଟେସନ ଛକ , ପୁରୁଣା ବସଷ୍ଟାଣ୍ଡ ଦେଇ ବେହେରାମାଲ ଯାଏ ଯାଇଥିଲା । ଶୋଭାଯାତ୍ରା ସମୟରେ ବିଭିନ୍ନ ସଂଗଠନଙ୍କ ପକ୍ଷରୁ ରାସ୍ତାରେ ମିଠା ସରବତ ବଣ୍ଟନ କରାଯାଇଥିଲା । ଝାରସୁଗୁଡା ବାସୀ ଯେଉଁ ଆଶ୍ରିବାଦ,ସ୍ନେହଶ୍ରଦ୍ଧା ଦେଇଛନ୍ତି ସେଥିପାଇଁ ଋଣୀ ବୋଲି କହିଛନ୍ତି ବିଧାୟକ ଟଙ୍କଧର ତ୍ରିପାଠୀ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି