Masthead

ଟଙ୍କା ପାଇଁ ଯୁବକଙ୍କୁ ଛୁରାମାଡ

ଟଙ୍କା ହେଲା କାଳ

ବାଲେଶ୍ୱର (ବଡ଼ ଖବର ବ୍ୟୁରୋ):  ଟଙ୍କା ନେଣ ଦେଣ କୁ ନେଇ ଯୁବକଙ୍କୁ ଛୁରା ମାଡ । ଗୁରୁତର ଯୁବକ ହେଲେ ଚନ୍ଦନ ନାଥ। ସୁଚନା ଅନୁଯାଇ ବାଲେଶ୍ୱର ଜିଲ୍ଲା ଜଳେଶ୍ୱର ଥାନା ଗୋବର୍ଦ୍ଧନ ପୁର ଗ୍ରାମର ସଂଜୟ ନାଥ ଙ୍କ ପାଖରୁ କିଛି ଟଙ୍କା ଚନ୍ଦନ ନାଥ ଉଧାର ଆଣିଥିଲେ କିନ୍ତୁ ଟଙ୍କା ନ ପାଇବାରୁ ସଂଜୟ ଆଜି ଚନ୍ଦନ ଉପରୁକୁ ଭୁଜାଲି ମାଡ କରିଥିଲେ ।

ଗୁରୁତର ଅବସ୍ଥାରେ ଚନ୍ଦନ ନାଥଙ୍କୁ ଜଳେଶ୍ଵର ଗୋଷ୍ଟି ସ୍ୱାସ୍ଥ୍ୟକେନ୍ଦ୍ର କୁ ଅଣା ଯାଇଥିଲା ଗୁରୁତର ହେବାରୁ ବାଲେଶ୍ଵର ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତରିତ କରାଯାଇଛି । ଘଟଣା ସ୍ଥଳରେ ଭୁଜାଲି ମାଡ କରିଥିବା ସଂଜୟ ନାଥାଙ୍କୁ ସ୍ଥାନିୟ ଲୋକ ମାନେ ଗଛରେ ବାନ୍ଧି ନିସ୍ତୁକ ମାଡ ଦେବା ସହିତ ପୋଲିସ୍ କୁ ହସ୍ତାନ୍ତର କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଏସୀୟ କ୍ରୀଡ଼ା; ସ୍ୱର୍ଣ୍ଣ ପଦକ ପାଇଁ ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ 🔴 ୪ରୁ ରାଜ୍ୟରେ ବଢ଼ିବ ଓମ୍‌ଫେଡ୍ କ୍ଷୀର ଦର 🔴 ୧୩ରେ ଲଘୁଚାପ, ୧୫ରେ ଅବପାତ ସମ୍ଭାବନା 🔴 ପାର୍ବଣ ଆରମ୍ଭରୁ ମହଙ୍ଗା ମାଡ଼; ବଢ଼ିଲା କମର୍ସିଆଲ LPG ସିଲିଣ୍ଡରର ଦର 🔴 ଲସ୍କର-ଏ-ତୋଏବାର ଆତଙ୍କୀ ମହମ୍ମଦ ଆସିଫ ନିହତ 🔴 ଭକ୍ତଙ୍କ ପାଇଁ ଖୋଲିଲା ଶ୍ରୀଗୁଣ୍ଡିଚା ମନ୍ଦିର; ୩ ଦିନ ସମ୍ପୂର୍ଣ୍ଣ ମାଗଣା ଦର୍ଶନ 🔴 ନବନିର୍ମାଣ କୃଷକ ସଂଗଠନର ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା 🔴 ପୁରୀରେ ଖଜା ଗୋଦାମରେ ରେଡ୍ 🔴 ହନୁମାନ ଛକରେ ଗୁଳିକାଣ୍ଡ 🔴 ଘାଇ ଆଣିଲା ବିପଦ 🔴 ଏସୀୟ କ୍ରୀଡ଼ା; ସ୍ୱର୍ଣ୍ଣ ପଦକ ପାଇଁ ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ 🔴 ୪ରୁ ରାଜ୍ୟରେ ବଢ଼ିବ ଓମ୍‌ଫେଡ୍ କ୍ଷୀର ଦର 🔴 ୧୩ରେ ଲଘୁଚାପ, ୧୫ରେ ଅବପାତ ସମ୍ଭାବନା 🔴 ପାର୍ବଣ ଆରମ୍ଭରୁ ମହଙ୍ଗା ମାଡ଼; ବଢ଼ିଲା କମର୍ସିଆଲ LPG ସିଲିଣ୍ଡରର ଦର 🔴 ଲସ୍କର-ଏ-ତୋଏବାର ଆତଙ୍କୀ ମହମ୍ମଦ ଆସିଫ ନିହତ 🔴 ଭକ୍ତଙ୍କ ପାଇଁ ଖୋଲିଲା ଶ୍ରୀଗୁଣ୍ଡିଚା ମନ୍ଦିର; ୩ ଦିନ ସମ୍ପୂର୍ଣ୍ଣ ମାଗଣା ଦର୍ଶନ 🔴 ନବନିର୍ମାଣ କୃଷକ ସଂଗଠନର ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା 🔴 ପୁରୀରେ ଖଜା ଗୋଦାମରେ ରେଡ୍ 🔴 ହନୁମାନ ଛକରେ ଗୁଳିକାଣ୍ଡ 🔴 ଘାଇ ଆଣିଲା ବିପଦ