Masthead

ଟିକେଟ ମିଳିବା ପରେ ଅମେରେନ୍ଦ୍ର ସମର୍ଥକଙ୍କ ସେଲିବ୍ରେସନ

ଜଗତସିଂହପୁର(ବଡ଼ ଖବର ବ୍ୟୁରୋ): ଗତ କାଲି ବିଜେପିର ପ୍ରାର୍ଥୀ ତାଲିକା ଘୋଷଣା ହୋଇଥିଲା । ଏହା ମଧ୍ୟରେ ଜଗତସିଂହପୁର ଓ ବାଲିକୁଦା ଏରସମା ନିର୍ବାଚନ ମଣ୍ଡଳୀ ରେ ଦୁଇ ଟାଣୁଆ ନେତା ଙ୍କୁ ବିଜେପି ପ୍ରାର୍ଥୀ ଘୋଷଣା କରିଛି । ଜଗତସିଂହପୁର ନିର୍ବାଚନ ମଣ୍ଡଳୀ ରେ ଶ୍ରୀଯୁକ୍ତ ଅମରେନ୍ଦ୍ର ଦାସ ଓ ବାଲିକୁଦା ଏରସମା ନିର୍ବାଚନ ମଣ୍ଡଳୀରେ ଶ୍ରୀଯୁକ୍ତ ସତ୍ୟ ସାରଥୀ ମହାନ୍ତିଙ୍କ ଉପରେ ରାଜ୍ୟ ସଭାପତି ଅସ୍ଥାପ୍ରକଟ କରି ବିଧାନସଭା ପ୍ରାର୍ଥୀ ଭାବେ ତାଙ୍କ ନାମରେ ମୋହର ମାରିଛନ୍ତି । ଟିକେଟ ଘୋଷଣା ପରେ ଅମରେନ୍ଦ୍ର ଙ୍କ ସମର୍ଥକ ମାନେ ବାଣ ଫୁଟାଇ ସେଲିବ୍ରେସନ କରିଛନ୍ତି ।

କାରଣ ଅମରେନ୍ଦ୍ର ଦାସ ଥିଲେ ବିଜୁଜନତା ଦଳର ଜଣେ ଆଗଧାଡିର କର୍ମୀ ପୂର୍ବତନ ଜିଲ୍ଲା ସଭାପତି ତଥା ପୂର୍ବତନ କାଜୁ ନିଗମ ଅଧ୍ୟକ୍ଷ । କିନ୍ତୁ ବିଜୁଜନତା ଦଳ ତାଙ୍କୁ ଅଣଦେଖା କରି ଟିକେଟ ନଦେବାରୁ ଶେଷ ମୁହୂର୍ତ୍ତରେ ସେ ବିଜେଡି ଛାଡ଼ି ଭାରତୀୟ ଜନତା ପାର୍ଟିରେ ସାମିଲ ହୋଇଥିଲେ । ରାଜ୍ୟ ସଭାପତି ଅମରେନ୍ଦ୍ର ଦାସ ଙ୍କ ଉପରେ ଆସ୍ଥା ପ୍ରକଟ କରି ଦଳୀୟ ଟିକେଟ ପ୍ରଦାନ କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ