ଡ୍ରଗ୍ସ ଖୋଲିଲା ରିଆଙ୍କ କଳା ସାମ୍ରାଜ୍ୟ ।

ମୁମ୍ବାଇ(୦୯

/୦୯):ଅଭିନେତା ସୁଶାନ୍ତ ସିଂହ ରାଜପୁତଙ୍କ ସନ୍ଦେହଜନକ ମୃତ୍ୟୁର ୧୨ ସପ୍ତାହ ପରେ ରିୟା ଚକ୍ରବର୍ତୀଙ୍କୁ ଗିରଫ କରିଛି ନାରକୋଟିକ୍ସ କଂଟ୍ରୋଲ ବ୍ୟୁରୋ । ତେବେ ରିୟାଙ୍କ ପାଇଁ ସବୁଠାରୁ ସମସ୍ୟା ହୋଇଛି ତାଙ୍କର ହ୍ବାଟ୍ସଅପ୍ ଚାଟିଂ । ଏହି ଚାଟିଂକୁ ଏନସିବି ଖୋଲିବା ସହ ଡ଼୍ରଗ୍ସ ମାମଲାରେ ରିୟାଙ୍କ ସମ୍ପୃକ୍ତି ଜାଣି ପାରିଛି । କେବଳ ସେତିକି ନୁହେଁ ବଲିଉଡ଼ର ପ୍ରାୟ ଦୁଇ ଡ଼ଜନରୁ ଅଧିକ କଳାକାର ଡ଼୍ରଗ୍ସ ମାମଲାରେ ଜଡ଼ିତ ଥିବା ଏନସିବି ହାତରେ ତଥ୍ୟ ଲାଗିଛି ସୁଶାନ୍ତ ସିଂ ରାଜପୁତ ଆତ୍ମହତ୍ୟା ମାମଲାରେ ଡ୍ରଗ୍ସ କନେକ୍ସସକୁ ନେଇ ଅଭିନେତ୍ରୀ ରିୟା ଚକ୍ରବର୍ତ୍ତୀଙ୍କୁ ଗିରଫ କରାଯାଇଛି। କ୍ରମାଗତ ତୃତୀୟ ଦିନ ପାଇଁ ଏନସିବି ଅଭିନେତ୍ରୀଙ୍କୁ ପଚରାଉଚରା କରିଥିଲା। ଏହା ପରେ ରିୟାଙ୍କୁ ଗିରଫ କରାଯାଇଥିଲା। ରିୟା ଗିରଫ ହେବା ପରେ ସୁଶାନ୍ତଙ୍କ ଭଉଣୀ ଶ୍ୱେତା ସିଂ କିର୍ତ୍ତି ତାଙ୍କ ପ୍ରତିକ୍ରିୟା ଇନଷ୍ଟାଗ୍ରାମରେ ଏକ ନ୍ୟୁଜ୍ ସ୍କ୍ରିନସଟ୍ ପୋଷ୍ଟ କରିଛନ୍ତି । ସେ ଦୁଇ ହାତକୁ ଯୋଡ଼ୁଥିବା ଏକ ଇମେଜ୍ ସେୟାର କରି ଲେଖିଥିଲେ- ଭଗବାନ ଆମ ସହିତ ଅଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ