Masthead

ଢେଙ୍କାନାଳ ଲୋକସଭା ପ୍ରାର୍ଥୀ ଅବିନାଶ ସାମଲଙ୍କ ପ୍ରଚାର ଆରମ୍ଭ

ଢେଙ୍କାନାଳ(ବଡ଼ ଖବର ବ୍ୟୁରୋ): ଢେଙ୍କାନାଳ ଲୋକସଭା ନିର୍ବାଚନମଣ୍ଡଳୀର ବିଜେଡି ସାଂସଦ ପ୍ରାର୍ଥୀ ଡକ୍ଟର ଅବିନାଶ ସାମଲ । ରାଜନୀତିରେ ନୂଆ କରି ପାଦ ଦେଇଥିବା ଅବିନାଶ ଏଥର ସାଂସଦ ପ୍ରାର୍ଥୀ ଭାବରେ ବିଜେଡି ଟିକେଟ୍ ହାତେଇଛନ୍ତି। ତେଣୁ ସେ ନିଜ ଲୋକସଭା ନିର୍ବାଚନ ମଣ୍ଡଳୀର ନିଜ ଜନ୍ମମାଟି ଓଡ଼ାପଡ଼ା ବ୍ଲକ ଅନ୍ତର୍ଗତ ଖଡଗ ପ୍ରସାଦ ଗ୍ରାମରୁ ପ୍ରଚାର ଆରମ୍ଭ କରିଛନ୍ତି ।

ପୂର୍ବରୁ ରାଜନୈତିକ ଅଭିଜ୍ଞତା ନଥିବା ଅବିନାଶ ହେଉଛନ୍ତି ଢେଙ୍କାନାଳ ବିଧାୟକ ସୁଧିର କୁମାର ସାମଲଙ୍କର ପୁତୁରା । ତେଣୁ ଦାଦାଙ୍କ ସାଙ୍ଗରେ ମିଶି ଅବିନାଶ ପ୍ରଚାର ମୈଦାନକୁ ଏଥର ଓହ୍ଲାଇଛନ୍ତି । ପରେ ଓଡାପଡ଼ା ବ୍ଳକ ୧ନଂ ଜିଲ୍ଲା ପରିଷଦ ଜୋନ କଣ୍ଟାବଣିଆ ଠାରେ ଏକ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହୋଇ ଥିଲା । ଏହି ସଭାରେ ସାଂସଦ ପ୍ରାର୍ଥୀ ଅବିନାସ ସାମଲଙ୍କୁ ବିପୁଳ ସଂଖ୍ୟାରେ ସମ୍ବର୍ଦ୍ଧନା କରିବା ସହ ସ୍ୱାଗତ କରିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି