Masthead

ତାଳଚେରରେ ୭୫ତମ ବନ ମହୋତ୍ସବ ପାଳିତ ।

ତାଳଚେର(ବଡ଼ ଖବର ବ୍ୟୁରୋ): ତାଳଚେର ପୌରାଞ୍ଚଳ ଅନ୍ତର୍ଗତ ରାଣିପାର୍କ ଠାରେ ୭୫ତମ ବନ ମହୋତ୍ସବ ପାଳିତ ହୋଇଯାଇଛି । ଏହି କାର୍ୟ୍ୟକ୍ରମରେ ବିଧାୟକ ବ୍ରଜ କିଶୋର ପ୍ରଧାନ ନଗରପାଳ ପବିତ୍ର ଭୁତିଆ ପୌରାଞ୍ଚଳ କାର୍ୟ୍ୟନିର୍ବାହୀ ଅଧିକାରୀ ବଳୟ ଦେହୁରୀ ବନାଞ୍ଚଳ କର୍ମଚାରୀ ପରିବେଶବିତ ବାଉରିବନ୍ଧୁ ବେଜ ଏବଂ ୱାର୍ଡ କାଉଁସିଲର ଯୋଗଦେଇଥିଲେ । ବିଭିନ୍ନ ପ୍ରଜାତିର ପ୍ରାୟ ୨୦୦ରୁ ଉର୍ଦ୍ଧ୍ବ ଔଷଧିୟ ଏବଂ ଉପକାରୀ ଚାରା ଗଛ ରୋପଣ କରାଯାଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ