Masthead

ଦଶପଲ୍ଲାରେ ଲଙ୍କାପୋଡି ଗଣ୍ଡାବଧ ଯାତ୍ରା ଶେଷ

ଦଶପଲ୍ଲା(ବଡ଼ ଖବର ବ୍ୟୁରୋ):ଭାରତର ବିଶ୍ୱପ୍ରସିଦ୍ଧ ଦଶପଲ୍ଲାର ଲଙ୍କାପୋଡି ଗଣ୍ଡାବଧ ଯାତ୍ରା ପାଳନ ହୋଇଯାଇଛି । ଦଶପଲ୍ଲା ଆରାଧ୍ୟ ଦେବତା ଶ୍ରୀମହାବୀର ମନ୍ଦିର ଠାରୁ ନେତାଜୀ ପଡିଆ ପର୍ଯ୍ୟନ୍ତ ଦୁଇ କିଲୋମିଟର ବିରାଟ ପଟୁଆରେ ଓଡିଶାର ବିଭିନ୍ନ ଲୋକକଳା ନୃତ୍ୟରେ ମର୍ଯ୍ୟାଦା ପୁରୁଷ ପ୍ରଭୁ ଶ୍ରୀରାମ ନେତାଜୀ ମଇଦାନରେ ଗଣ୍ଡାବଦ୍ଧ କରିଥିଲେ । ଏହି ଦୃଶ୍ୟ କୁ ଦେଖିବାକୁ ସାରା ଓଡ଼ିଶାରୁ କୋଣ ଅନୁକୋଣରୁ ଲୋକ ଆସିଥିଲେ । ଏହି ଯାତ୍ରା ପାଇଁ ସମସ୍ତ ଖର୍ଚ ସାଧାରଣ ଲୋକ ବହନ କରିଥାନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା