Masthead

ଦିପାଳି ଦାସଙ୍କ ମାରାଥନ ପ୍ରଚାର

ଝାରସୁଗୁଡ଼ା(ବଡ଼ ଖବର ବ୍ୟୁରୋ): ଝାରସୁଗୁଡ଼ା ଜିଲ୍ଲା ଅନ୍ତର୍ଗତ ଲଇକେରା ବ୍ଲକଠାରେ ବିଜେଡି ବିଧାୟିକା ପ୍ରାର୍ଥୀ ସୁଶ୍ରୀ ଦୀପାଲି ଦାସ ଆଜି ମାରାଥନ ପ୍ରଚାର ଆରମ୍ଭ କରିଛନ୍ତି । ଲଇକେରା ସ୍ଥିତ ସମଲେଶ୍ବରୀ ମନ୍ଦିର ଦର୍ଶନ ପରେ ଏକ ଶୋଭାଯାତ୍ରା କରି ଦଳୀୟ କାର୍ୟ୍ୟାଳୟ ପହଞ୍ଚି କର୍ମୀ ମାନଙ୍କୁ ଚଳିତ ନିର୍ବାଚନରେ ବିଜୟ ହେବା ପାଇଁ ଗୁରୁମନ୍ତ୍ର ପ୍ରଦାନ କରିଥିଲେ । ଏହାପରେ କୁଲେମୁରା ଗ୍ରାମପଞ୍ଚାୟତ ମୁଦ୍ରାଯୋର ଗ୍ରାମ ମୁଣ୍ଡାପଡା ଠାରେ ଏକ ବୈଠକର ଆୟୋଜନ କରିଥିଲେ । ଏହି ବୈଠକ ପରେ ବାଇକ ରାଲିକରି ଏକ ବିରାଟ ସଭାରେ ଯୋଗଦେଇଥିଲେ । ଚଳିତ ନିର୍ବାଚନରେ ନିଜ ଆଶିର୍ବାଦ ପ୍ରଦାନ କରନ୍ତୁ ବୋଲି ଦୀପାଲି ଦାସ ଅନୁରୋଧ କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଜିଠୁ ରାଜ୍ୟରେ କାଳବୈଶାଖୀ ବର୍ଷା ! 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଆଜିଠୁ ରାଜ୍ୟରେ କାଳବୈଶାଖୀ ବର୍ଷା ! 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି