Masthead

ଦୀପିକା ମାନିଲେ ଡ୍ରଗ୍ସ ଚାଟ୍ !

ଦୀପିକା ପାଦୁକୋନଙ୍କ ବଡ ସ୍ୱୀକାରୋକ୍ତି । କରିସ୍ମା ସହ କରିଥିବା ଡ୍ରଗ୍ସ ଚାଟକୁ ଏନସିବି ସାମ୍ନାରେ ମାନିଗଲେ ଦୀପିକା ପାଦୁକୋନ । ୨୦୧୭ରେ ‘ହେସ୍’ ଯୋଗାଇ ଦେବା ପାଇଁ କରିସ୍ମାଙ୍କୁ କହିଥିଲେ ।
ମ୍ୟାନେଜର କରିସ୍ମା ପ୍ରକାଶଙ୍କ ସହିତ ଡ୍ରଗ୍ସ ଚାର୍ଟ ନେଇ ଏନସିବି ପଚରାଉଚରା କରିଛି । ବଲିଉଡରେ ଡ୍ରଗ୍ସ କାରବାର ଲିଙ୍କ ମାମଲା ନେଇ ବଲିଉଡ ଅଭିନେତ୍ରୀ ଦୀପିକା ପାଦୁକୋନଙ୍କୁ ୨ ଘଣ୍ଟା ଧରି ଜେରା କରିଛି ନାର୍କୋଟିକ୍ସ ବ୍ୟୁରୋ ଟିମ ।
ଦୀପିକା କାହାଠାରୁ ଡ୍ରଗ୍ସ ମଗାଉଥିଲେ , କାହା ପାଇଁ ମଗାଉଥିଲେ, ନା ନିଜେ ଡ୍ରଗ୍ସ ନେଉଥିଲେ, ଡ୍ରଗ୍ସ ପାର୍ଟିକୁ କେମିତି ଆସୁଥିଲା ଡ୍ରଗ୍ସ, କେଉଁ ମାନଙ୍କ ଜରିଆରେ ସେ ଡ୍ରଗ୍ସ ମଗାଉଥିଲେ , କେଉଁ ଡ୍ରଗ୍ସ ପେଡଲରଙ୍କ ସହିତ ତାଙ୍କର ସଂପର୍କ , ଏପରି ଅନେକ ପ୍ରଶ୍ନ ଏନସିବି କରିଥିଵା ନେଇ ଆଲୋଚନା ହେଉଛି ।
ବଲିଉଡ ଡ୍ରଗ୍ସ ମାମଲାରେ ଦୀପିକଙ୍କୁ ଏନସିବି ସମନ ଜାରୀ କରିଵା ପରେ ହାଜର ହୋଇଥିଲେ ଦୀପିକା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି