Masthead

ଦୁର୍ନୀତି ଓ ପିସିକୁ ନେଇ ବିଧାନସଭାରେ ସରଗରମ ଆଲୋଚନା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):ଦୁର୍ନୀତି ଓ ପିସିକୁ ନେଇ ବିଧାନସଭାରେ ସରଗରମ ଆଲୋଚନା । ବିରୋଧୀ ବିଜେପି ଓ କଂଗ୍ରେସ ସରକାରଙ୍କୁ ଘେରିଥିବା ବେଳେ ବିଜେଡି କହିଛି ଅଭିଯୋଗର ସତ୍ୟତା ନାହିଁ । ଦୁର୍ନୀତି ବଢ଼ିଛି ।ସରକାର ନିଜ ଭାବମୂର୍ତ୍ତି ବଞ୍ଚାଇବାରେ ଲାଗିପଡିଛନ୍ତି। ବ୍ଲକସ୍ତରରେ ୨୫ପ୍ରତିଶତ ପିସି ନିଆଯାଉଛି। ପିସିରେ ସରକାର ଚାଲିଛି ବୋଲି ଦୁର୍ନୀତି ସମ୍ପର୍କିତ ମୂଲତବୀ ପ୍ରସ୍ତାବ ପ୍ରସଙ୍ଗରେ ଏଭଳି ସମାଲୋଚନା କରିଥିଲେ ବିରୋଧୀ ଦଳ ମୁଖ୍ୟ ସଚେତକ ମୋହନ ମାଝୀ। ତେଣେ କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର କହିଥିଲେ ଶ୍ରୀଲିଙ୍ଗରାଜଙ୍କ ଜମିରେ ବେଆଇନ ନିର୍ମାଣ ଚାଲିଛି ।

ମୂଲତବୀ ପ୍ରସ୍ତାବର ଉତ୍ତର ଦେବାକୁ ଯାଇ ସଂସଦୀୟ ବ୍ୟାପାର ମନ୍ତ୍ରୀ ନିରଞ୍ଜନ ପୂଜାରୀ କହିଛନ୍ତି ବିରୋଧୀ ଦଳଙ୍କ ଅଭିଯୋଗ ଆଦୌ ସତ୍ୟ ନୁହେଁ। ଦୁର୍ନୀତିର ମୂଳୋତ୍ପାଦନ ପାଇଁ ସରକାର ସଂକଳ୍ପବଦ୍ଧ । ଦୁର୍ନୀତିଗ୍ରସ୍ତଙ୍କ ବିରୋଧରେ ଦୃଢ ପଦକ୍ଷେପ ନିଆଯାଉଛି। ସଚ୍ଚୋଟତା, ସ୍ୱଚ୍ଛତା ଏବଂ ଉଚ୍ଚ ନୈତିକତା ଉପରେ ସରକାର ବିଶ୍ୱାସ କରନ୍ତି

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ