Masthead

ଦ୍ୱିତୀୟ ରାଉଣ୍ଡରେ ବିଜେଡି ଆଗୁଆ

ଝାରସୁଗୁଡ଼ା  (ବଡ଼ ଖବର ବ୍ୟୁରୋ): ଝାରସୁଗୁଡ଼ା ଉପନିର୍ବାଚନ । ଆରମ୍ଭ ହୋଇଛି ଦ୍ୱିତୀୟ ରାଉଣ୍ଡ ଗଣତି । ବିଜେଡି ୧୧୨୫୬ ଭୋଟ ରେ ଆଗୁଆ ଥିଲାବେଳେ ବିଜେପି ୬୭୪୬ ଏବଂ କଂଗ୍ରେସ ୨୮୩ ଭୋଟରେ ଆଗୁଆ ରହିଛି । ପ୍ରଥମେ ପୋଷ୍ଟାଲ ବାଲେଟ ଗଣତି ଆରମ୍ଭ ହୋଇଥିଲା । ପ୍ରଥମ ରାଉଣ୍ଡ ଗଣତି ସୁଦ୍ଧା ବିଜେଡିର ଦୀପାଲି ଦାସ ଆଗରେ ଅଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ନୂଆଖାଇ’ ପାଇଁ ଚଳଚଞ୍ଚଳ ପଶ୍ଚିମ ଓଡ଼ିଶା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ‘ନୂଆଖାଇ’ ପାଇଁ ଚଳଚଞ୍ଚଳ ପଶ୍ଚିମ ଓଡ଼ିଶା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ