Masthead

ନଦୀ ପାର୍‌ ଅଭ୍ୟାସ୍‌ ବେଳେ ଦୁର୍ଘଟଣା

ନୁଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଲଦାଖରେ ଘଟିଯାଇଛି ଏକ ଅଭାବନୀୟ ଘଟଣା। ଟ୍ୟାଙ୍କ କ୍ରସିଂ ସମୟରେ ଭାରତୀୟ ସେନା ଏକ ବଡ଼ ବିପଦର ସାମ୍ନା କରିଛି। ଦୌଲତବେଗ ଓଲ୍ଡି ଅଞ୍ଚଳରେ ସେନାର ଯବାନ ଟ୍ୟାଙ୍କ ଅଭ୍ୟାସ କରୁଥିବା ବେଳେ ନଦୀରେ ଅଚାନକ ଜଳସ୍ତର ବଢିଥିଲା । ଜଳସ୍ତର ବଢିବା କାରଣରୁ କିଛି ଟ୍ୟାଙ୍କ୍ ନଦୀରେ ଭାସି ଯାଇଛି । ଏହି ଦୁର୍ଘଟଣାରେ ସେନାର କିଛି ଯବାନ ସହିଦ ହୋଇଥିବା ଆଶଙ୍କା କରାଯାଉଛି । ଟ୍ୟାଙ୍କ ଅଭ୍ୟାସ ବେଳେ ଦୁର୍ଘଟଣା ନେଇ ସେନା ଅଧିକାରୀଙ୍କ ପକ୍ଷରୁ ସୂଚନା ଦିଆଯାଇଛି । ଗତକାଲି ଏହି ଦୁଃଖଦ ଘଟଣା ଘଟିଥିବା ସୂଚନା ମିଳିଛି । ମିଳିଥିବା ସୂଚନା ମୁତାବକ, ଶୁକ୍ରବାର ଦୌଲତ ବେଗ ଓଲ୍ଡି ଅଞ୍ଚଳରେ ସେନା ଯବାନଙ୍କ ପକ୍ଷରୁ ଟ୍ୟାଙ୍କ ଅଭ୍ୟାସ ଚାଲୁଥିଲା । ଅଭ୍ୟାସ ସମୟରେ ଟ୍ୟାଙ୍କରେ ୪ରୁ ୫ ଜଣ ଯବାନ ରହିଥିଲେ । ଟ୍ୟାଙ୍କ ଭାସିଯିବା ପରେ ଏବେ ସେନା ପକ୍ଷରୁ ରେସ୍କ୍ୟୁ ଅପରେସନ ଆରମ୍ଭ ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ