Masthead

ନବରଙ୍ଗପୁର ରେ ସୋମନାଥ ପୂଜାରୀଙ୍କୁ ଭବ୍ୟ ସ୍ୱାଗତ

ନବରଙ୍ଗପୁର(ବଡ଼ ଖବର ବ୍ୟୁରୋ): ନବରଙ୍ଗପୁର ଜିଲ୍ଲା ଡାବୁଗାଁ ବିଧାୟକ ପ୍ରାର୍ଥୀ ସୋମନାଥ ପୂଜାରୀଙ୍କୁ ଭବ୍ୟ ସ୍ୱାଗତ । ଡାବୁଗାଁ ବିଜେପି ସଭାପତି ଜେ ରାଜଶେଖର ରାଓ, କୃଷକ ମୋର୍ଚ୍ଚା ରାଜ୍ୟ କାର୍ୟ୍ୟକାରିଣୀ ସଭ୍ୟ ଜୟନ୍ତ କୁମାର ପାତ୍ର, ପାପଡାହାଣ୍ଡି ସଭାପତି ଖେତ୍ର ମୋହନ ପାତ୍ର, ସାଧାରଣ ସଂପାଦକ ମହେଶ ପାତ୍ର, ଗୋବିନ୍ଦ ମାଝୀ, ଲିଙ୍ଗରାଜ ଭତ୍ରା, ମଧୁ ପୂଜାରୀ ଏବଂ ଅନ୍ୟମାନେ ଡାବୁଗାଁ ସ୍ଥିତ ଠାକୁରାଣୀ ମନ୍ଦିର ରେ ସମ୍ବୋର୍ଧନା ଦେଇଥିଲେ। ଏହି ଅବସରରେ ଅନ୍ୟ ବିଜେପି କର୍ମୀ ମାନେ ମଧ୍ୟ ଉପସ୍ଥିତ ଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା