Masthead

ନବରଙ୍ଗପୁର ରେ ସୋମନାଥ ପୂଜାରୀଙ୍କୁ ଭବ୍ୟ ସ୍ୱାଗତ

ନବରଙ୍ଗପୁର(ବଡ଼ ଖବର ବ୍ୟୁରୋ): ନବରଙ୍ଗପୁର ଜିଲ୍ଲା ଡାବୁଗାଁ ବିଧାୟକ ପ୍ରାର୍ଥୀ ସୋମନାଥ ପୂଜାରୀଙ୍କୁ ଭବ୍ୟ ସ୍ୱାଗତ । ଡାବୁଗାଁ ବିଜେପି ସଭାପତି ଜେ ରାଜଶେଖର ରାଓ, କୃଷକ ମୋର୍ଚ୍ଚା ରାଜ୍ୟ କାର୍ୟ୍ୟକାରିଣୀ ସଭ୍ୟ ଜୟନ୍ତ କୁମାର ପାତ୍ର, ପାପଡାହାଣ୍ଡି ସଭାପତି ଖେତ୍ର ମୋହନ ପାତ୍ର, ସାଧାରଣ ସଂପାଦକ ମହେଶ ପାତ୍ର, ଗୋବିନ୍ଦ ମାଝୀ, ଲିଙ୍ଗରାଜ ଭତ୍ରା, ମଧୁ ପୂଜାରୀ ଏବଂ ଅନ୍ୟମାନେ ଡାବୁଗାଁ ସ୍ଥିତ ଠାକୁରାଣୀ ମନ୍ଦିର ରେ ସମ୍ବୋର୍ଧନା ଦେଇଥିଲେ। ଏହି ଅବସରରେ ଅନ୍ୟ ବିଜେପି କର୍ମୀ ମାନେ ମଧ୍ୟ ଉପସ୍ଥିତ ଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’