Masthead

ନାମାଙ୍କନ ଭରିଲେ ପାରାଦୀପ ବିଧାୟକ ଓ ଜଗତସିଂହପୁର ସାଂସଦ ପ୍ରାର୍ଥୀ

ପାରାଦୀପ (ବଡ଼ ଖବର ବ୍ୟୁରୋ): ପାରାଦୀପ ବିଜେପି ବିଧାୟକ ପ୍ରାର୍ଥୀ ସମ୍ପଦ ସ୍ବାଇଁ ଓ ବିଜେପି ଜଗତସିଂହପୁର ସାଂସଦ ପ୍ରାର୍ଥୀ ବିଭୁପ୍ରସାଦ ତରାଇ ଆଜି ନାମାଙ୍କନ ପତ୍ର ଦାଖଲ କରିଛନ୍ତି । ହନୁମାନ ମନ୍ଦିର ରେ ପୂଜାର୍ଚ୍ଚନା ପରେ ଏକ ଶୋଭାଯାତ୍ରା ଆରମ୍ଭ ହୋଇଥିଲା । ଏହି ଶୋଭାଯାତ୍ରାରେ ଶତାଧିକ ବାଇକ ଓ କାର ସାମିଲ ହେଇଥିଲା । ପାରାଦ୍ଵୀପ ପରିକ୍ରମା ସହିତ ରାସ୍ତାର ବିଭିନ୍ନ ଛକରେ ବିଜେପିର ସମର୍ଥକ ଉପସ୍ଥିତ ରହି ଉଭୟ ପ୍ରାର୍ଥୀଙ୍କୁ ଉତ୍ସାହିତ କରିଥିଲେ ।  ପାରାଦ୍ଵୀପର ଜନସାଧାରଣଙ୍କ ବିଜେପି ପ୍ରତି ସମର୍ଥନ ରହିଛି ଏବଂ ଚଳିତ ନିର୍ବାଚନରେ ବିଜେପିକୁ ଭୋଟ ଦେବେ ଏବଂ ଆମର ବିଧାୟକ ଓ ସାଂସଦ ପ୍ରାର୍ଥୀ ବିଜୟୀ ହେବେ ବୋଲି ପ୍ରକାଶ କରିଛନ୍ତି ବିଜେପି ବିଧାୟକ ପ୍ରାର୍ଥୀ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ