Masthead

ନାମାଙ୍କନ ଭରିଲେ ବିଜେପି ପ୍ରାର୍ଥୀ ଅଭିନନ୍ଦନ ପଣ୍ଡା

ନୂଆପଡାରେ(ବଡ଼ ଖବର ବ୍ୟୁରୋ): ନୂଆପଡାରେ ନାମାଙ୍କନ ପତ୍ର ଦାଖଲ କଲେ ବିଜେପି ପ୍ରାର୍ଥୀ ଅଭିନନ୍ଦନ ପଣ୍ଡା । ନବାଗତ ଯୁବ ଚେହେରା ଭାବରେ ନିର୍ବାଚନ ଲଢ଼ୁଥିବା ଅଭିନନ୍ଦନ ନିଜ ବିଜୟକୁ ନେଇ ଦୃଢ଼ ଆଶାବାଦୀ ଅଛନ୍ତି। ତାଙ୍କ ସମ୍ମୁଖରେ ଅଭିଜ୍ଞ ବରିଷ୍ଠ ନେତା ମାନେ ଲଢୁଥିବା ବେଳେ ମୋଦିଙ୍କ ଜନ କଲ୍ୟାଣକାରୀ ଯୋଜନା ହିଁ ଅଭିଜ୍ଞ ନେତା ମାନଙ୍କ ବିପକ୍ଷରେ ତାଙ୍କୁ ବିଜୟୀ କରାଇବ ବୋଲି କହିଛନ୍ତି ଅଭିନନ୍ଦନ । ବରିଷ୍ଠ ବିଜେପି ନେତା ବସନ୍ତା ପଣ୍ଡାଙ୍କ ପୁଅ ଅଭିନନ୍ଦନ ଆଜି ତାଙ୍କର ହଜାର ହଜାର ସମର୍ଥକଙ୍କ ସହ ରାଲିରେ ଆସି ନାମାଙ୍କନ ପତ୍ର ଦାଖଲ କରିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା