Masthead

ନିଟ୍ ପ୍ରଶ୍ନପତ୍ର ଲିକ୍ ମାମଲା: ସାମ୍ବାଦିକ ଗିରଫ

ନୁଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ):ନିଟ୍ ପ୍ରଶ୍ନପତ୍ର ଲିକ୍ ମାମଲାରେ ତଦନ୍ତ ପ୍ରକ୍ରିୟାକୁ ତ୍ବରାନ୍ବିତ କରିଛି ସିବିଆଇ । ଏହି କ୍ରମରେ ଝାଡ଼ଖଣ୍ଡର ହଜାରିବାଗରେ ଥିବା ଏକ ସ୍କୁଲ ଉପରେ ଚଢଉ କରି ଗତକାଲି ହଜାରୀବାଗର ଓଆସିସ୍ ସ୍କୁଲର ପ୍ରଧାନ ଶିକ୍ଷକ ଅହସାନ-ଉଲ-ହକ୍ ଏବଂ ଉପାଧ୍ୟକ୍ଷ ଇମତିଆଜ ଆଲାମଙ୍କୁ ସିବିଆଇ ଗିରଫ କରିଥିଲା । ଏବେ ଏହି ମାମଲାରେ ଅନ୍ୟ ଜଣେ ଅଭିଯୁକ୍ତକୁ ଗିରଫ କରିଛି। ଶନିବାର ଏହି ମାମଲାରେ ଜଣେ ସାମ୍ବାଦିକଙ୍କୁ ଗିରଫ କରିଛି ସିବିଆଇ । ହଜାରୀବାଗରୁ ସାମ୍ବାଦିକ ଜମାଲୁଦ୍ଦିନଙ୍କୁ ଗିରଫ କରିଛି ସିବିଆଇ । ଏବେ ସୁଦ୍ଧା ଧରାପଡ଼ିଲେଣି ୫ ଅଭିଯୁକ୍ତ

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା