Masthead

ନିରଞ୍ଜନ ପଟ୍ଟନାୟକ ଅସୁସ୍ଥ

ଭୁବନେଶ୍ଵର(ବଡ଼ କବର ବ୍ୟୁରୋ): ବରିଷ୍ଠ କଂଗ୍ରେସ ନେତା ତଥା ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ଅସୁସ୍ଥ। ଆଜି ସକାଳୁ ସେ ଅସୁସ୍ଥ ହେବା ପରେ ତାଙ୍କୁ ଆପୋଲୋ ହସ୍ପିଟାଲରେ ଭତ୍ତି କରାଯାଇଛି । ତେବେ ତାଙ୍କର ସ୍ଵାସ୍ଥାବସ୍ଥା ସ୍ଥିର ଥିବା ଡାକ୍ତର କହିଛନ୍ତି। ଏ ସମ୍ପର୍କରେ ସୂଚନା ଦେଇଛନ୍ତି କଂଗ୍ରେସର ବରିଷ୍ଠ ନେତା ତଥା ପିସିସି ଉପସଭାପତି ଗଣେଶ୍ୱର ବେହେରା। ପୂର୍ବରୁ ଶ୍ରୀ ପଟ୍ଟନାୟକଙ୍କର  ହାର୍ଟ ଅପରେସନ୍ ହୋଇଥିଲା। କଂଗ୍ରେସର କର୍ମୀମାନେ ତାଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ