Masthead

ନିର୍ବାଚନ ପାଇଁ ଚାଲିବ ସ୍ୱତନ୍ତ୍ର ଟ୍ରେନ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ):  ଲୋକସଭା ନିର୍ବାଚନ ୧୯ ଏପ୍ରିଲ ୨୦୨୪ ରେ ହେବାକୁ ଥିବାବେଳେ ନିର୍ବାଚନ ପାଇଁ ଚାଲିବ ସ୍ୱତନ୍ତ୍ର ଟ୍ରେନ । ଚେନ୍ନାଇ କେନ୍ଦ୍ରୀୟ ରେଳ ଷ୍ଟେସନରୁ ବେଙ୍ଗାଲୁରୁ ପର୍ୟ୍ୟନ୍ତ ଏକ ସ୍ୱତନ୍ତ୍ର ଟ୍ରେନ୍ ଚଳାଇବାକୁ ଦକ୍ଷିଣ ରେଳବାଇ ଘୋଷଣା କରିଛି । ଭୋଟ ପରେ ଲୋକଙ୍କୁ ନିଜକାର୍ଯ୍ୟ ସ୍ଥାନକୁ ଫେରି ପାରିବେ । ଦକ୍ଷିଣ ରେଳବାଇ ଦ୍ୱାରା ଜାରି ସରକାରୀ ବିଜ୍ଞପ୍ତି ଅନୁଯାୟୀ ଚେନ୍ନାଇରୁ ବେଙ୍ଗାଲୁରୁର ହ୍ୱାଇଟଫିଲ୍ଡ ରେଳ ଷ୍ଟେସନ ପର୍ୟ୍ୟନ୍ତ ଲୋକସଭା ନିର୍ବାଚନ ସ୍ୱତନ୍ତ୍ର ଟ୍ରେନ୍ ଚଳାଚଳ କରିବ । ଚେନ୍ନାଇ ସେଣ୍ଟ୍ରାଲ ରେଳ ଷ୍ଟେସନରୁ ସକାଳ ୫.୩୫ ରେ ଛାଡି ମଧ୍ୟାହ୍ନ ୧୨ଟାରେ ବେଙ୍ଗାଲୁରୁରେ ପହଞ୍ଚିବ ।

ଏହି ସ୍ୱତନ୍ତ୍ର ଟ୍ରେନ୍ ବେଙ୍ଗାଲୁରୁରୁ ଦିନ ୧ ଟାରେ ଛାଡି ସନ୍ଧ୍ୟା ୭ଟାରେ ଚେନ୍ନାଇରେ ପହଞ୍ଚିବ । ଏଥିରେ ଏସି ପ୍ରଥମ ଶ୍ରେଣୀ ବ୍ୟତୀତ ଦୁଇଟି ଏସି ଟୁ ଟାୟାର, ଏସି ୩ ଟାୟାର, ସ୍ଲିପର କୋଚ ଏବଂ ତିନୋଟି ସାଧାରଣ କୋଚ୍ ମଧ୍ୟ ରହିବ ଜ୍ଝ ଚେନ୍ନାଇ ଏବଂ ବେଙ୍ଗାଲୁରୁ ବ୍ୟତୀତ ଦକ୍ଷିଣ ରେଳବାଇ ମଧ୍ୟ ତାମ୍ବରମ୍ ଏବଂ କନ୍ୟାକୁମାରୀ ମଧ୍ୟରେ ଏକ ସ୍ୱତନ୍ତ୍ର ଟ୍ରେନ୍ ଚଳାଇବାକୁ ନିଷ୍ପତ୍ତି ନିଆଯାଇଛି

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା