Masthead

ନିର୍ବାଚନ ଲଢ଼ି ନପାରନ୍ତି ପ୍ରିୟଙ୍କା !

ଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ନାର୍ବାଚନ ଲଢିନପାରିନ୍ତି ପ୍ରିୟଙ୍କା ଗାନ୍ଧି । ନିର୍ବାଚନ ତାରିଖ ଘୋଷଣା ପରେ ପ୍ରାର୍ଥୀଚୟନକୁ ନେଇ ଦ୍ୱନ୍ଦ ଲାଗିରହିଛି । ବି‌‌ଶେଷ ସୂତ୍ରରୁ ଜଣାପଡ଼ିଛି କି ପ୍ରିୟଙ୍କା ଗାନ୍ଧି ଲୋକସଭା ନିର୍ବାଚନ ଲଢ଼ିବେ ନାହିଁ। ସେ କେବଳ ନିର୍ବାଚନ ପ୍ରଚାର କରିବେ । ରାହୁଲ ଗାନ୍ଧି ଆମେଠିରୁ ପ୍ରତିଦ୍ୱନ୍ଦ୍ୱିତା କରିବେ ନା ରାୟବରେଲିରୁ ତାହା ଆଗାମି ୨୪ ଘଣ୍ଟା ମଧ୍ୟରେ ଚୂଡାନ୍ତ ନିଷ୍ପତ୍ତି ନିଆଯିବ । ଦଳର କେନ୍ଦ୍ରୀୟ ନିର୍ବାଚନ କମିଟି ବୈଠକରେ ଭାଇ ଭଉଣୀଙ୍କୁ ଆମେଠି ଏବଂ ରାୟବେରେଲିରୁ ପ୍ରାର୍ଥୀ କରିବା ପାଇଁ କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖଡଗେଙ୍କୁ ପରାମର୍ଶ ଦିଆଯାଇଥିଲା ।

୨୦୧୯ ନିର୍ବାଚନରେ ରାହୁଲ ଗାନ୍ଧି ଏବଂ ସ୍ମୃତି ଇରାନୀ ମଧ୍ୟରେ କଡା ଟକର୍ ହୋଇଥିଲା । ନିର୍ବାନରେ ରାହୁଲ ୪.୧୩ ଲକ୍ଷ ଭୋଟ ପାଇଥିଲେ ସେହିପରି ସ୍ମୃତି ଇରାନୀ ୪ ଲକ୍ଷ ୬୮ ହଜାର ଭୋଟ୍ ପାଇଥିଲେ । ତେଣୁ ପାଖାପାଖି ୫୫ ହଜାର ଭୋଟ୍ ବ୍ୟବଧାନରେ ବିଜୟୀ ହୋଇଥିଲେ ସ୍ମୃତି ଇରାନୀ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା