Masthead

ନିଲମ୍ବିତ ହେଲେ ପୂର୍ବତନ ଅତିରିକ୍ତ ତହସିଲଦାର

ନବରଙ୍ଗପୁର(ବଡ଼ ଖବର ବ୍ୟୁରୋ): ନିଲମ୍ବିତ ହେଲେ ପୂର୍ବତନ ଅତିରିକ୍ତ ତହସିଲଦାର । ନବରଙ୍ଗପୁର ଜିଲ୍ଲା ଝରିଗାଁ ତହସିଲର ପୂର୍ବତନ ଅତିରିକ୍ତ ତହସିଲଦାର ଚିନ୍ମୟ ସାଗରଙ୍କୁ ରାଜ୍ୟ ସରକାର ନିଲମ୍ବିତ କରିଛନ୍ତି । ଏହା ସହ ତାଙ୍କୁ ନବରଙ୍ଗପୁର ଜିଲ୍ଲାପାଳଙ୍କ କାର୍ୟ୍ୟାଳୟରେ ଅବସ୍ଥାପିତ କରାଯାଇଛି । ଜିଲ୍ଲାପାଳଙ୍କ ବିନା ଅନୁମତିରେ ଜିଲ୍ଲା ମୁଖ୍ୟାଳୟ ଛାଡି ପାରିବେ ନାହିଁ । ଚିନ୍ମୟ ସାଗର ଝରିଗାଁ ତହସିଲର ଅତିରିକ୍ତ ତହସିଲଦାର ଭାବେ କାର୍ୟ୍ୟରତ ଥିବା ସମୟରେ ଏକ ଧର୍ମପୀଠର ଜମିକୁ ଚଞ୍ଚକତା କରିଥିବା ନେଇ ଅଭିଯୋଗ ହୋଇଥିଲା । ବିଭାଗୀୟ ଅଧିକାରୀଙ୍କ ଦ୍ଵାରା ତଦନ୍ତ ହୋଇଥିଲା । ତଦନ୍ତ ରିପୋର୍ଟ ଅନୁଯାୟୀ ରାଜ୍ୟ ସରକାର ଅତିରିକ୍ତ ତହସିଲଦାରଙ୍କୁ ନିଲମ୍ବିତ କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା