Masthead

ନିର୍ବାଚନ ହାରିଗଲେ ବିଜେଡି ଭାଙ୍ଗିଯିବ : ହିମନ୍ତ ବିଶ୍ବଶର୍ମା

(ବଡ଼ ଖବର ବ୍ୟୁରୋ) ସମ୍ବଲପୁର, କେନ୍ଦୁଝର ଓ କଟକ ସଂସଦୀୟ କ୍ଷେତ୍ରରେ ମାରାଥନ୍ ପ୍ରଚାର କରୁଛନ୍ତି ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ବଶର୍ମା । ଓଡ଼ିଶା ଆସୁ ଆସୁ ବିଜେଡି ଉପରେ ବର୍ଷିଛନ୍ତି । ମାଆ ସମଲେଶ୍ବରୀଙ୍କୁ ଦର୍ଶନ କରି ପ୍ରତିକ୍ରିୟା ରଖିଛନ୍ତି । ସେ କହିଛନ୍ତି ଓଡ଼ିଆ ଅସ୍ମିତା ଓ ସ୍ବାଭିମାନକୁ ନେଇ ନିର୍ବାଚନ ଲଢ଼ାଯାଉଛି । ଏଠି ଯେଉଁ 5ଟି କଥା କୁହାଯାଉଛି, ଟି ଅର୍ଥ ହେଉଛି ତାମିଲନାଡୁ। ଏ ସରକାର ଓଡ଼ିଶାର ସମ୍ପତ୍ତିକୁ ଆଉଟ ସୋର୍ସ କରିଛନ୍ତି ଏଠି ମୁଖ୍ୟମନ୍ତ୍ରୀ ନାହାନ୍ତି, ।

ନିର୍ବାଚନ ହାରିଲେ ବିଜେଡି ଭାଙ୍ଗିଯିବ ଓ ସମସ୍ତେ ବିଜେପିକୁ ଚାଲି ଆସିବେ। ଯେଉଁମାନଙ୍କର ଆତ୍ମସମ୍ମାନ ଅଛି ସେମାନେ ବିଜେଡିରେ ରହିବେନି । କେବଳ ସେତିକି ନୁହେଁ ୧୧ ତାରିଖରେ ପାଣ୍ଡିଆନ ତାମିଲନାଡୁ ଚାଲିଗଲେ ବହୁତ କିଛି ଜଣାପଡ଼ିବ ବୋଲି କହିଛନ୍ତି ହିମନ୍ତ ବିଶ୍ୱଶର୍ମା। ଏନେଇ ବିଜେଡିର ପ୍ରତିକ୍ରିୟା ମିଳି ପାରିନି।


 


 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ