Masthead

ନୂଆ ମୁଖ୍ୟମନ୍ତ୍ରୀ ହେଲେ ମୋହନ ମାଝୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଓଡିଶାର ନୂଆ ମୁଖ୍ୟମନ୍ତ୍ରୀ ହେଲେ ମୋହନ ମାଝୀ । ଓଡ଼ିଶାରେ ପ୍ରଥମ ଥର ପାଇଁ ବିଜେପି ସରକାର ଗଢ଼ିଛି । ବିଜେପି କହିଛି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ମାଝୀ ହେବେ । ମୋହନ ମାଝୀ କେନ୍ଦୁଝରରୁ ବିଧାୟକ ହୋଇଛନ୍ତି। ରାଜ୍ୟରେ ଦୁଇ ଜଣ ଉପମୁଖ୍ୟମନ୍ତ୍ରୀ ରହିବେ । ସେମାନେ ହେଲେ ପାଟଣାଗଡ଼ ବିଧାୟକ ‌କନକବର୍ଦ୍ଧନ ସିଂହଦେଓ ଓ ନିମାପଡ଼ା ବିଧାୟିକା ପ୍ରଭାତୀ ପରିଡ଼ା । ବିଜେପି ବିଧାୟକ ଦଳର ବୈଠକରେ ନିଷ୍ପତ୍ତି କ୍ରମେ ଏହି ଗୁରୁତ୍ବପୂର୍ଣ୍ଣ ଘୋଷଣା ହୋଇଛି ବୋଲି ରାଜନାଥ ସିଂ କହିଛନ୍ତି। ଏଥି ସହିତ ଓଡ଼ିଶା ଇତିହାସରେ ଏକ ନୂଆ ପୃଷ୍ଠା ଯୋଡ଼ି ହୋଇଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ