ନୟାଗଡ଼ ଆଗରେ, ବୌଦ୍ଧ-ଗଜପତି ପଛରେ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ପ୍ରକାଶ ପାଇଲା ଯୁକ୍ତ ଦୁଇ ବିଜ୍ଞାନ ଓ ବାଣିଜ୍ୟ ରେଜଲ୍ଟ । ସିଏଚଏସଇ କାର୍ଯ୍ୟାଳୟରେ ଭାବେ ରେଜଲ୍ଟ ଘୋଷଣା କରିଛନ୍ତି ଗଣଶିକ୍ଷା ମନ୍ତ୍ରୀ ସୁଦାମ ମାର୍ଣ୍ଡି । ବିଜ୍ଞାନରେ ୯୨୯୫୦ ଜଣ ପରୀକ୍ଷାର୍ଥୀ ପରୀକ୍ଷା ଦେଇଥିବାବେଳ ୭୮ ହଜାର ୯୩୮ ପାସ କରିଛନ୍ତି । ପାସ ହାର ରହିଛି ୮୪.୯୩ । ସେହିପରି ବାଣିଜ୍ୟରେ୨୪ ହଜାର ୮୨ ଜଣ ପରୀକ୍ଷାର୍ଥୀ ପରୀକ୍ଷା ଦେଇଥିବାବେଳ ୧୯ ହଜାର ୫୩୬ ଜଣ ପାସ କରିଛନ୍ତି ।

ଉଭୟ ବିଜ୍ଞାନ ଓ ବାଣିଜ୍ୟରେ ନୟାଗଡ ଜିଲ୍ଲା ସବୁଠୁ ଭଲ ପ୍ରଦର୍ଶନ କରିଛି । ବିଜ୍ଞାନରେ ଜିଲ୍ଲାର ପାସହାର ୯୬.୪୧ ପ୍ରତିଶତ ଥିବାବେଳ ବାଣିଜ୍ୟରେ ୯୩.୯ ପ୍ରତିଶତ ପାସହାର ରହିଛି । ଅନ୍ୟପକ୍ଷରେ, ବୌଦ୍ଧ ଓ ଗଜପତି ଜିଲ୍ଲା ଖରାପ ପ୍ରଦର୍ଶନ କରିଛନ୍ତି । ଏଥର ମଧ୍ୟ ପୁଅଙ୍କୁ ପଛରେ ପକାଇ ଝିଅ ଆଗରେ ରହିଛନ୍ତି । ଝିଅଙ୍କ ପାସ ହାର ୮୫.୬୭ ରହିଥିବାବେଳ ପୁଅଙ୍କ ପାସ ହାର ୮୪.୨୮ ପ୍ରତିଶତ ରହିଛି । ଉଭୟ ବାଣିଜ୍ୟ ଓ ବିଜ୍ଞାନରେ ଝିଅ ଆଗରେ ରହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ