Masthead

ପଂଚାୟତ କାର୍ୟ୍ୟ ନିର୍ବାହୀ ଅଧିକାରୀ ନିଲମ୍ବିତ ହେବେ

ଯାଜପୁର(ବଡ଼ ଖବର ବ୍ୟୁରୋ): ଯାଜପୁର ଜ଼ିଲ୍ଲା ବିଞ୍ଜାରପୁର ବ୍ଲକ ଅଭିଯୋଗ ଶୁଣାଣି ଶିବିରରେ ପଂଚାୟତ କାର୍ୟ୍ୟ ନିର୍ବାହୀ ଅଧିକାରୀ ନିଲମ୍ବିତ ହେବେ ବୋଲି ଜ଼ିଲ୍ଲାପାଳ ସୂଚନା ଦେଇଛନ୍ତିଫ ଯାଜପୁର ଜିଲ୍ଲା ବିଞ୍ଝାରପୁର ବ୍ଲକ କଏଣା ରଘୁନାଥପୁର ପଞ୍ଚାୟତରେ ୨୦୧୯-୨୦ ଏବଂ ୨୦୨୦-୨୧ ରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ୯ ଜଣ ହିତାଧିକାରୀଙ୍କ ଘର ନିର୍ମାଣ ହୋଇନାହିଁ । କିସ୍ତି ବି ଉଠାଇନାହାନ୍ତି । କିନ୍ତୁ ଟଙ୍କା ଅନ୍ୟ କାହା ଆକାଉଣ୍ଟକୁ ଯାଇଥିବା ଉଭୟ ବ୍ଲକ୍ ଏବଂ ଜିଲ୍ଲା ପ୍ରଶାସନ ନିକଟରେ ଅଭିଯୋଗ ହୋଇଥିଲା । ଏପରିକି ଭିକ୍ଷାବୃତ୍ତି କରି ଚଳୁଥିବା ଗୀତା ପାଣ୍ଡଵଙ୍କ ଅର୍ଥକୁ ଦଲାଲମାନେ ହଡପ ହୋଇଛି । ଅଭିଯୋଗ ପରେ ଜିଲ୍ଲା ପ୍ରଶାସନ ପକ୍ଷରୁ ତଦନ୍ତ କରା ଯାଇଥିଲା।

ତେବେ ଏ ନେଇ ପ୍ରତିକ୍ରିୟା ରଖିଛନ୍ତି ଜିଲ୍ଲାପାଳ । ତଦନ୍ତ ଚାଲିଥିବା ବେଳେ ଜଷର ଅଭିଯୋଗକାରୀଙ୍କ ଟଙ୍କା ରିକୋଭାରି ହୋଇଛି । ଅନ୍ୟମାନଙ୍କର ଟଙ୍କା ରିକୋଭାରୀ କରାଯିବ ବୋଲି ଜିଲ୍ଲାପାଳ କହିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ନୂଆଖାଇ’ ପାଇଁ ଚଳଚଞ୍ଚଳ ପଶ୍ଚିମ ଓଡ଼ିଶା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ‘ନୂଆଖାଇ’ ପାଇଁ ଚଳଚଞ୍ଚଳ ପଶ୍ଚିମ ଓଡ଼ିଶା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ