Masthead

ପଶ୍ଚିମବଙ୍ଗ ହିଂସା: ତଦନ୍ତ ପାଇଁ ସିବିଆଇ ଗଠନ କଲା ୪ଜଣିଆ ଟିମ

କୋଲକାତା(ବଡ଼ ଖବର ବ୍ୟୁରୋ): ପଶ୍ଚିମବଙ୍ଗରେ ହୋଇଥିବା ନିର୍ବାଚନ ଫଳାଫଳ ପରବର୍ତ୍ତୀ ହିଂସାର ତଦନ୍ତ ଆରମ୍ଭ କରିବ ସିବିଆଇ ଓ ଏସଆଇଟି । ଏନେଇ ଗୁରୁବାର ପଶ୍ଚିବଙ୍ଗ ହାଇକୋର୍ଟଙ୍କ ୫ଜଣିଆ ଖଣ୍ଡପୀଠ ଶୁଣାଣି କରିଥିଲେ । କୋର୍ଟ ଏହି ହିଂସାର ଯାଞ୍ଚ ପାଇଁ ସିବିଆଇ ଓ ଏସଆଇଟିକୁ ନିର୍ଦ୍ଦେଶ ଦେଇଥିଲେ । ତେବେ ବର୍ତ୍ତମାନ ସିବିଆଇ ୪ଟି ଟିମ ଗଠନ କରି ତଦନ୍ତ ପାଇଁ ପ୍ରସ୍ତୁତି ଆରମ୍ଭ କରିଛି । ପ୍ରତିଟି ଟିମରେ ୭ଜଣିଆ ମେମ୍ବର ରହିବେ ।

ସୂଚନାନୁସାରେ ଅତିରିକ୍ତ ନିର୍ଦ୍ଦେଶକ ଅଜୟ ଭଟନଗର ଏହି ଟିମ ଗୁଡ଼ିକୁ ମନିଟର କରିପାରନ୍ତି । ଦିଲ୍ଲୀ, ଲକ୍ଷ୍ନୌ, ଚେନ୍ନାଇ ଏବଂ ଅନ୍ୟାନ୍ୟ ରାଜ୍ୟରୁ ୨୫ଜଣିଆ ଟିମ ପଶ୍ଚିମଙ୍ଗ ଯାଇ ତଦନ୍ତ କରିବେ । କୋର୍ଟ ସିଧାସଳଖ ସିବିଆଇ ଓ ଏସଆଇଟିକୁ ତଦନ୍ତ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ